Home Posts tagged ODISHA (Page 524)
Odisha News
ଭୁବନେଶ୍ବର/ଚଣ୍ଡିଖୋଲ,୫/୩: ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସରକାର ଗୁରତ୍ବ ଦେଉଛନ୍ତି। ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଏହା କହିଛନ୍ତି। ଯାଜପୁର ଜିଲ୍ଲା ଚଣ୍ଡିଖୋଲରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆମ ସରକାର ଯେଉଁ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିଥାଏ, ଏହାକୁ ପୂର୍ଣ୍ଣ ରୂପ ଦେବା ପାଇଁ ମଧ୍ୟ କାମ କରିଥାଏ।୨୦୧୪ ମସହିା ପୂର୍ବରୁ ଅଟକି ଥିବା ପ୍ରକଳ୍ପଗୁଡ଼ିକର କାମ ଅଧିକ ତ୍ବରାନ୍ବିତ ହୋଇଛି। Continue Reading
Odisha News
ପୁରୀ,୫/୩ : ବଡ଼ ଧୁମଧାମରେ ଚାଲିଥିବା ରିସେପସନ ପାର୍ଟି। ଷ୍ଟେଜରେ ଥିଲେ ବର କନିଆ। ସେମାନଙ୍କ ଉପରେ ସମସ୍ତଙ୍କ ନଜର ଥିବା ବେଳେ ପରିବାର ଲୋକେ ଓ ବନ୍ଧୁବାନ୍ଧବ କାମରେ ବ୍ୟସ୍ତ ଥିଲେ। ଏହି ବ୍ୟସ୍ତତାର ସୁଯୋଗ ନେଇ ରିସେନସନ୍ ପାର୍ଟିରେ କଳାକନା ବୁଲାଇ ଦେଲେ ଦୁଇ ଲୁଟେରା। ଅତିଥି ରୂପେ ଆସିଲେ, ରିସେପସନ ପାର୍ଟିର ମଜା ନେଲେ। ଏହାପରେ ସୁଯୋଗ ଦେଖି ସୁନା ଓ ଟଙ୍କା ଥିବା ବ୍ୟାଗ ଧରି ଛୁ ମାରିଲେ।ଏପରି ଏକ ଅଭାବନୀୟ […]Continue Reading
Top Stories
By Dr Rama Chandra Behera Bhubaneswar, March 4: The Odihsa government on Monday tightened the security ahead of Prime Minister Narendra Modi’s Odisha visit on Tuesday. As per Bhubaneswar-Cuttack Twin City Police Commissioner, Sanjeeb Panda the Prime Minister will reach Bhubaneswar airport and visit Chandikhole on Tuesday evening. The security arrangements have been made as Continue Reading
Odisha News
ଭୁବନେଶ୍ୱର,୪/୩: ଅଭୟାରଣ୍ୟ, ଜାତୀୟ ଉଦ୍ୟାନ, ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳକୁ ପ୍ଲାଷ୍ଟିକ ଉପରେ ରୋକୋ ଲଗାଇଛନ୍ତି ସରକାର। ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ଉପରେ ସୋମବାର ଏହି କଟକଣା ଜାରି ହୋଇଛି।ଏନେଇ ବନ୍ୟପ୍ରାଣୀ ପିସିସିଏଫ୍ଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହି କଟକଣା ଏପ୍ରିଲ ପହିଲାରୁ ଲାଗୁ ହେବାକୁ ନିର୍ଦ୍ଦେଶନାମା ଜାରିହୋଇଛି। ପର୍ଯ୍ୟଟକମାନଙ୍କ ପାଇଁ ପର୍ଯ୍ୟାପ୍ତ ପାନୀୟ ଜଳ ବ୍ୟବସ୍ଥା କରାଯିବାକୁ ମଧ୍ୟ ନିର୍ଦ୍ଦେଶ ହୋଇଛି।ପ୍ଲାଷ୍ଟିକ Continue Reading
Top Stories
By Our Correspondent Bhubaneswar,  Mar. 4 : CSIR-IMMT has organizeda Skill Development Program on “Training Cum Demonstration on Pond Ash Bricks Technology” under the CSIR Integrated Skill initiative and as a part of CSIR-IMMT diamond Jubilee Year Celebration. The Demonstration on Pond Ash Bricks Technology was conducted at Centre for Waste Utilization of Environment & Continue Reading
Odisha News
ଭୁବନେଶ୍ବର, ୪/୨: ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ Continue Reading
Odisha News
କଟକ, ୪/୩ : ବାରବାଟୀ-କଟକ ନିର୍ବାଚନୀ ଅନିୟମିତତା ମାମଲାରେ ମହମ୍ମଦ ମୋକିମଙ୍କ ନିର୍ବାଚନ ଅସିଦ୍ଧ ଘୋଷଣା କରିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ।ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନଥିବାରୁ ଅସିଦ୍ଧ ଘୋଷାଣା କରାଯାଇଛି। ସୂଚନାଯୋଗ୍ୟ, ମୋକିମଙ୍କ ବିରୋଧରେ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ମାମଲା କରିଥିଲେ।Continue Reading
Odisha News
ଭୁବନେଶ୍ୱର,୪/୩: ତାତିରେ ଲାଗିବ ବ୍ରେକ୍। ପଶ୍ଚିମା ଝଡ ପ୍ରଭାବରେ ଆସନ୍ତାକାଲି ଯାଏ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଅନୁଗୋଳ ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।ସେହିପରି ଆସନ୍ତାକାଲି ସୁନ୍ଦରଗଡ଼, କେଉଁଝର, ମୟୂରଭଞ୍ଜ, Continue Reading
Odisha News
ଧର୍ମଗଡ଼, ୪/୩: କଳାହାଣ୍ଡି ଇଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ। କଲମପୁର ବ୍ଲକ ଦେପୁର ନିକଟରେ ୨୦ ଫୁଟ ଘାଇ ସୃଷ୍ଟି ହୋଇଛି।ଫଳରେ ଗାଁ ଭିତରେ କେନାଲ ପାଣି ପଶିଯାଇଛି। ଲୋକଙ୍କ ଘରେ ମଧ୍ୟ ପାଣି ପଶିଯାଇଛି। କେନାଲରେ ଘାଇ ସୃଷ୍ଟି ହେବା ଯୋଗୁ ଶହ ଶହ ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଛି।ଇନ୍ଦ୍ରାବତୀ ଦକ୍ଷିଣ କେନାଲ କଲମପୁର ବ୍ଲକ ଦେପୁର ଗାଁ ନିକଟରେ ଭୁଶୁଡ଼ିଲା ମୁଖ୍ୟ କେନାଲ। ୨୦ ଫୁଟର ଘାଇ ହେବା ଫଳରେ ଜଳମଗ୍ନ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ମିଡିଆକିଆ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ବିଜୟଲଷ୍ମୀ ପଟ୍ଟନାୟକ ଅବସର ଗ୍ରହଣ କରିଛନ୍ତି । ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟ ତରଫରୁ ଏକ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟର ଭରପ୍ରାପ୍ତ ଶିକ୍ଷୟତ୍ରୀ ଶ୍ରୀମତୀ ଅନିତା ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା ।ଏଥିରେ ମୁଖ୍ୟ ଅତିଥି ଭାବେ ମିଡିଆକିଆ Continue Reading