Home Posts tagged ODISHA (Page 528)
Odisha News
ସମ୍ବଲପୁର, ୨୮/୨ : ରାଜ୍ୟରେ ତେଜୁଛି NACଦାବି ନିଆଁ । ବିଭିନ୍ନ ସ୍ଥାନରେ NAC ମାନ୍ୟତା ନେଇ ଦାବି ଉଠିଛି।ଏନେଇ ବିଭିନ୍ନ ସ୍ଥାନରେ ବନ୍ଦ ପାଳନ କରାଯାଉଛି। ଏହି କ୍ରମରେ ସମ୍ବଲପୁର ଜିଲ୍ଲା ବାମରାକୁ ଏନଏସି ଘୋଷଣା ଦାବିରେ ବନ୍ଦ ପାଳନ କରାଯାଇଛି। ଦୀର୍ଘ ଦିନ ଧରି ଦାବି ହୋଇ ଆସୁଥିଲେ ମଧ୍ୟ ଏନଏସି ଘୋଷଣା କରା ନଯିବାକୁ ନେଇ ସ୍ଥାନାୟ ଲୋକେ କ୍ଷୋଭ ପ୍ରକାଶ କରିଛନ୍ତି।ରାଜ୍ୟ ସରକାରଙ୍କ ୩୫ ନୂଆ NAC ଘୋଷଣା ଘୋଷଣା କରିଥିବା […]Continue Reading
Odisha News
ଭୁବନେଶ୍ୱର,୨୮/୨ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ବରରେ ମିଶନ ଶକ୍ତି ବଜାରକୁ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ରାଜ୍ୟର ଗ୍ରାମାଞ୍ଚଳ ଏବଂ ଅର୍ଦ୍ଧ ସହରାଞ୍ଚଳରେ ବାସ କରୁଥିବା ମହିଳାମାନଙ୍କ ପାଇଁ ଦୀର୍ଘମିଆଦୀ ଜୀବିକାର୍ଜନ ଲାଗି ମିଶନ ଶକ୍ତି ବଜାର ବଡ଼ ପ୍ଲାଟ୍ଫର୍ମ ଭାବେ କାର୍ଯ୍ୟ କରିବ।ମହିଳା ଉଦ୍ୟୋଗୀ ସୃଷ୍ଟି ଦିଗରେ ୫-ଟି କ୍ରମରେ ଏହାର ବିକାଶ କରାଯାଇଛି। ମିଶନ ଶକ୍ତି ବଜାର ଉଦ୍ଘାଟନ ହେବା ପୂର୍ବରୁ ୫-ଟି ଓ Continue Reading
Odisha News
ଭୁବନେଶ୍ୱର,୨୭/୨: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀଙ୍କ ବଦଳି ନିୟମକୁ କଡାକଡି ପାଇଁ ନିର୍ବାଚନ କମିଶନର ନିର୍ଦ୍ଦେଶ ଦେବା ପରେ ରାଜ୍ୟର ବଦଳି ପ୍ରକ୍ରିୟା ଜାରି ରହିଛି । ବିଡିଓ, ତହସିଲଦାର, ଉପଜିଲ୍ଲାପାଳ, ପ୍ରକଳ୍ପ ନିର୍ଦ୍ଦେଶକ, ଅତିରିକ୍ତ ଜିଲ୍ଲାପାଳ ଆଦି ଭାବେ କାର୍ଯ୍ୟରତ ମୋଟ ୧୫୬ଜଣ ବରିଷ୍ଠ ଓଏଏସ ଅଫିସରଙ୍କ ବଦଳି ହୋଇଛି ।ଏନେଇ ସାଧାରଣ ପ୍ରଶାସନ ବିଭାଗ ଓ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଭିନ୍ନ ଭିନ୍ନ ବିଜ୍ଞପ୍ତି ଜାରି Continue Reading
Odisha News
ଭୁବନେଶ୍ବର, ୨୭/୨: ମିଶନ ଶକ୍ତି ମାଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର। ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ।ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।ମିଶନ ଶକ୍ତି ବଜାର ଉଦଘାଟନ ପୂର୍ବରୁ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୫ ବର୍ଷରେ ରାଜ୍ୟରେ ୫ ହଜାର ମିଶନ […]Continue Reading
Odisha News
ଭୁବନେଶ୍ୱର, ୨୭/୨: ଦାବି ପୂରଣ ନେଇ ରାଜଧାନୀରେ ଗର୍ଜିଲେ ମତ୍ସ୍ୟଜୀବୀ। ୬ ଦଫା ଦାବି ନେଇ ଭୁବନେଶ୍ୱର ଲୋୟର ପିଏମଜିରେ ଏକାଠି ହୋଇଛନ୍ତି ହଜାର ହଜାର ମତ୍ସ୍ୟଜୀବୀ।ରାଜ୍ୟ ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ଏହି ଆନ୍ଦୋଳନ କରାଯାଉଛି। ପାରାଦୀପ, ଧାମରା, ବାହାବଳପୁର ଓ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ହଜାର ହଜାର ମତ୍ସ୍ୟଜୀବୀ ଆସି ଆନ୍ଦୋଳନରେ ସାମିଲ ହୋଇଛନ୍ତି।ଡିଜେଲରେ ରିହାତି, ମୁହାଣଗୁଡ଼ିକରେ ନିୟମିତ ଡ୍ରେଜିଂ, ଶିଳ୍ପର ବିଷାକ୍ତ ଜଳ ସମୁଦ୍ରକୁ ନିଷ୍କାସନ ବନ୍ଦ Continue Reading
Odisha News
ସମ୍ବଲପୁର, ୨୭/୨: ସମ୍ବଲପୁର ସଦର ଥାନା ଘେନୁପାଲି ଗାଁରେ ବୃଦ୍ଧ ବାପକୁ ହତ୍ୟା କଲା ସୈତାନ ପୁଅ।ବାପାକୁ ହତ୍ୟା କରି ଫେରାର ମାରିଲା ପୁଅ। ବାପକୁ ପିଟିପିଟି ହତ୍ୟା କରିବା ପରେ ଅଭିଯୁକ୍ତ ପୁଅ ଘଟଣାସ୍ଥଳରୁ ଫେରାର ମାରିଥିଲା। ମୃତକଙ୍କ ନାଁ ଲିଙ୍ଗରାଜ କୁମୁରା ହୋଇଥିବାବେଳେ ଅଭିଯୁକ୍ତ ପୁଅ ହେଉଛନ୍ତି ଅମୂଲ୍ୟ କୁମୁରା।ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତ୍ରିରେ କୌଣସି କାରଣକୁ ନେଇ ବାପ ପୁଅଙ୍କ ମଧ୍ୟରେ ଝଗଡା ହୋଇଥିଲା। ପୁଅ ଉତ୍ତ୍ୟକ୍ତ ହୋଇ ବାପାକୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତିର ନୂତନ କର୍ମକର୍ତ୍ତା ମନୋନୟନ ସ୍ଥାନୀୟ ମା\’ପାଟଖଣ୍ଡା ମନ୍ଦିରର ସମ୍ମିଳନୀ କକ୍ଷରେ ରାଜକିଶୋର ଦାସ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ୨୦୨୩ ବର୍ଷ ର ଆୟ ବ୍ୟୟ ହିସାବ ସମ୍ପର୍କରେ ଆଲୋଚନା କରିବା ସହିତ ସମିତିର ଆଗାମୀ ୩୫ ତମ ବାର୍ଷିକ ୧୩ ଶମ୍ଭୁ ମିଳନ କିପରି ସମସ୍ତ ଙ୍କ ସହଯୋଗ ରେ ପାଳନ କରାଯିବ ସେ ନେଇ Continue Reading
Odisha News
ଭୁବନେଶ୍ୱର,୨୬/୨: ରାଜ୍ୟ ସରକାର ସୋମବାର ୩ଟି ଜିଲାର ଛାତ୍ରୀଛାତ୍ରଙ୍କୁ ବଡ଼ ଉପହାର ପ୍ରଦାନ କରିଛନ୍ତି। ଆଜି ସମ୍ବଲପୁର, ଦେବଗଡ଼ ଏବଂ ଅନୁଗୋଳ ଜିଲାର ଯୁକ୍ତ ୩ ତିନି ଏବଂ ପିଜି ଛାତ୍ରୀଛାତ୍ରଙ୍କୁ ନୂଆ-ଓ ସ୍କଲାରଶିପ୍ ବଣ୍ଟନ କରାଯାଇଛି।୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଛାତ୍ରୀଙ୍କୁ ବାର୍ଷିକ ୧୦ ହଜାର ଓ ଛାତ୍ରଙ୍କୁ ୯ ହଜାର ଟଙ୍କା ଲେଖାଏ ସ୍କଲାରଶିପ୍ ଏବଂ ସାର୍ଟିଫିକେଟ୍ ପ୍ରଦାନ କରିଛନ୍ତି। ଉଚ୍ଚଶିକ୍ଷାରେ ଅର୍ଥ ଆଉ ବାଧକ ସାଜିବନି ବୋଲି ସରକାର Continue Reading
Odisha News
ଭୁବନେଶ୍ୱର, ୨୬/୨: ୨୪ ବର୍ଷର ବିଫଳ ସରକାର ବିରୋଧରେ ଲୋୟର ପିଏମଜିରେ ଆଜି ଗର୍ଜିଛି ରାଜ୍ୟ କଂଗ୍ରେସ। ରାଜ୍ୟରେ ପାଣି, ଖଣି, ବିଜୁଳି, ସ୍ୱାସ୍ଥ୍ୟ ଓ ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିଲେ କଂଗ୍ରେସର ଶତାଧିକ କର୍ମୀ।କଂଗ୍ରେସ ପିସିସି ସଭାପତି ଶରତ ପଟ୍ଟନାୟକ, ପିସିସି ପ୍ରଭାରୀ ଅଜୟ କୁମାରଙ୍କ ସମେତ ଦଳର ବିଧାୟକ, ଜିଲ୍ଲା ସଭାପତି ଓ ଶତାଧିକ କଂଗ୍ରେସ କର୍ମୀ କଂଗ୍ରେସ ଭବନରୁ ରାଲିରେ Continue Reading