Home Posts tagged ODISHA (Page 533)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୨ : କନ୍ଧମାଲ ପରିଦର୍ଶନରେ ଆସିଥିବା ଓଡିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ସଭ୍ୟା ଜାଲିନା ପ୍ରିୟଦର୍ଶନୀ ଓରୁବି ବିଶ୍ୱାଳ ବାଲିଗୁଡାର ବନବାସୀ ସେବା ସମିତି ପରିଦର୍ଶନ କରିଛନ୍ତି ।ପରିଦର୍ଶନ ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରଶ୍ମିତା କରନମ୍‌ଶିଶୁ ମଙ୍ଗଳ କମିଟିର ସଦସ୍ୟା ମମତା ଦାସ,ପୋନିକ ସରୋଜ ସାର ତଥା ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହିଥିଲେ ।ବନବାସୀ ସେବା ସମିତିର ଶିଶୁ ମାନାଙ୍କ Continue Reading
Odisha News
ପାଟଣା ,୧୯/୨: ସ୍କୁଲ ପରିସରରେ ଥିବା ପରିତ୍ୟକ୍ତ ପାଇଖାନାକୁ ଭାଙ୍ଗୁଥିବା ସମୟରେ ଛାତ ଖସି ପଡିବାରୁ ପଞ୍ଚମ ଶ୍ରେଣୀର ୨ ଛାତ୍ର ଗୁରୁତର ଆହତ ହୋଇଛନ୍ତି। କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ସରକାରୀ ଉର୍ଦ୍ଦୁ ମକ୍ତବ ପ୍ରାଥମିକ ବିଦ୍ୟାଳୟରେ ସୋମବାର ଏହି ଅଘଟଣ ଘଟିଛି। ଦୁହିଁଙ୍କୁ ପ୍ରଥମେ ପାଟଣା ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ହୋଇଛନ୍ତି। ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ଗୁରୁତର ଥିବା କୁହାଯାଉଛି।ସୂଚନା ଅନୁସାରେ ଗୁରୁତର ୨ Continue Reading
Odisha News
ବ୍ରହ୍ମପୁର, ୧୯/୨: ଆର୍ମିର ଏକ ସ୍ବତନ୍ତ୍ର ଡ୍ରେସ କପଡ଼ା ବିକି ହରଡ଼ଘଣାରେ ଦୋକାନୀ। ଦୋକାନୀଙ୍କ ବିରୋଧରେ ଠକେଇ ମାମଲା ରୁଜୁ ହୋଇଛି।ବ୍ରହ୍ମପୁର ପୁଲିସ ଓ ମିଲିଟାରି ଗୁଇନ୍ଦା ପକ୍ଷରୁ ମିଳିତ ଚଢ଼ଉ କରାଯାଇଛି। ଦୋକାନରୁ ୪୮୮ ମିଟର କପଡ଼ା ଜବତ କରିଛି ଟାଉନ ଥାନା ପୁଲିସ।ଗୋଳାବନ୍ଧ ଆର୍ମି ଏଡି କଲେଜର ଜଣେ ବ୍ୟକ୍ତି ଗଞ୍ଜାମ ଗାଲକ୍ସି ଷ୍ଟୋରରେ ଆର୍ମିର ନୂଆ ଡିଜିଟାଲ କମ୍ବାକ୍ଟ ୟୁନିଫର୍ମ ଦେଖିବାକୁ ପାଇଥିଲା। ଜାନୁଆରୀ ୧୫ ତାରିଖରୁ ଏହା ଆର୍ମି ପକ୍ଷରୁ Continue Reading
Odisha News
କଟକ, ୧୯/୨: କୌଣସି ଅଭିଯୋଗ ସଂକ୍ରାନ୍ତରେ ପୁଲିସକୁ ଫୋନ୍ କି ହ୍ବାଟ୍ସଆପ୍ ମେସେଜ୍ କଲେ ମାତ୍ର ୧୫ ମିନିଟରେ ପୁଲିସ ଅଭିଯୋଗକାରୀଙ୍କୁ ଯୋଗାଯୋଗ କରିବ। ଅଭିଯୋଗର ତ୍ବରିତ ସମାଧାନ କରିବା ପାଇଁ କଟକ କମିସନରେଟ୍ ପୁଲିସ ଏକ ସ୍ବତନ୍ତ୍ର ନମ୍ବର ଜାରି କରିଛି।ଡିସିପିଙ୍କ ଆଧୁନିକ କଣ୍ଟ୍ରୋଲ୍ ରୁମ୍ ମାଧ୍ୟମରେ ଏହି ନମ୍ବର ପରିଚାଳିତ ହେବାକୁ ଯାଉଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ରାସ୍ତାରେ ଘଟୁଥିବା ଅପରାଧ ରୋକିବାକୁ କଟକ କମିସନରେଟ୍ ପୁଲିସ ୨୪ Continue Reading
Odisha News
ବଲାଙ୍ଗିର, ୧୯/୨ : କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ମିଳିଛି ହତ୍ୟା ଧମକ। ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ପୋଷ୍ଟରରେ ଉଲ୍ଲେଖ ରହିଛି।ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରରେ ବିଧାୟକଙ୍କୁ ହତ୍ୟା ଧମକ ନେଇ ବିଭିନ୍ନ ସ୍ଥାନରେ ପୋଷ୍ଟର ଲାଗିଛି। ହତ୍ୟା ଧମକ ନେଇ କିଏ ବ୍ୟାନର ଲଗାଇଛି ତାହା ଜଣାପଡ଼ିନି।ପୋଷ୍ଟରରେ ଜଣେ ଯୁବକଙ୍କ ଫଟୋ ମଧ୍ୟ ରହିଛି। ସେଥିରେ ଲେଖାଯାଇଛି ‘ସନ୍ତୋଷ ସିଂ ସାଲୁଜାଙ୍କୁ ମୁଁ ୧୫ ଦିନ ଭିତରେ ମାରିଦେବି’। Continue Reading
Odisha News
ଭୁବନେଶ୍ବର, ୧୮/୨: ରାଜ୍ୟ ସରକାର ଜନଜାତି ଛାତ୍ରୀ ନିବାସ ମାଟ୍ରନ୍ମାନଙ୍କର ଗୁହାରି ଶୁଣିଛନ୍ତି। ଏଣିକି ମାଟ୍ରନ୍ମାନେ ମାସିକ ୧୦ ହଜାର ଟଙ୍କା ବଦଳରେ ୧୫ ହଜାର ପାଇବେ। କାର୍ଯ୍ୟରତ ସମୟରେ ମୃତ୍ୟୁ ହେଲେ ୨ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ପାଇବେ। ସେହିପରି ଅବସର ସମୟରେ ୧ ଲକ୍ଷ ଟଙ୍କାର ସହାୟତା ପାଇବେ। ମାଟ୍ରନ୍ମାନଙ୍କ ମାସିକ ସହାୟତା ୫ ହଜାର ଟଙ୍କା ବଢ଼ାଇବା ପରେ ପରେ ରାଜ୍ୟ ସରକାର ୧୫ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ […]Continue Reading
Odisha News
ପୁରୀ,୧୮।୨: ପୁରୀରେ ହେବାକୁ ଯାଉଛି ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର। ଏହାର ନିର୍ମାଣ କାମ ପିପିପି ମୋଡରେ କରାଯିବ।ପୁରୀ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ ଦିଆଯାଇଛି। ଏ ନେଇ ଏପ୍ରିଲ ୨୧ ତାରିଖରେ ଟେଣ୍ଡର ଖୋଲାଯିବ। ଅନ୍ୟପକ୍ଷେ ଫେବୃଆରୀ ୨୧ ତାରିଖରୁ ଅନ୍ଲାଇନ୍ରେ ଟେଣ୍ଡର ଆବେଦନ କରାଯିବ। ବନ୍ଦର ନିର୍ମାଣ କାର‌୍ୟ୍ୟ ଶେଷ ପାଇଁ ୧୦୯୫ ଦିନ ବା ୩ ବର୍ଷ ଧାର‌୍ୟ୍ୟ କରାଯାଇଛି। ଇଡ୍କୋ ପକ୍ଷରୁ ୨୨୦୩ କୋଟି Continue Reading
Odisha News
ଭଞ୍ଜନଗର,୧୮/୨: ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବେଡ଼ିଗୋବା ଗ୍ରାମରେ ଗୁଳିମାଡ଼ରେ ସ୍ବପ୍ନା ସାହୁ ନାମକ ଜଣେ ମହିଳା ଗୁରୁତର ହୋଇଛନ୍ତି। ଗୁଳିମାଡ଼ର ସଠିକ କାରଣ ଜଣାପଡ଼ିନାହିଁ।ଆହତ ମହିଳାଙ୍କୁ ପ୍ରଥମେ ଭଞ୍ଜନଗର ମେଡିକାଲରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ଏଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ଚିକିତ୍ସା ପାଇଁ ନିଆଯାଇଛି।ସୂଚନାଯୋଗ୍ୟ, ମହିଳା ଜଣକ ଜଙ୍ଗଲକୁ ପତ୍ର ତୋଳିବାକୁ ଯାଇଥିଲେ। ଏହି ସମୟରେ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୨: ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣୀ ସମାଜ ସମ୍ମିଳନୀ କକ୍ଷ ଠାରେ ନାଟ୍ୟକାର ଆପନ୍ନା ପରିଛା ସ୍ମୃତି ସଂସଦ ପକ୍ଷରୁ ଓଡ଼ିଶା ସାହିତ୍ୟ ଏକାଡେମୀ ଭୁବନେଶ୍ୱର ଓ ଗଜପତି ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ଓଡ଼ିଶାର ସ୍ଥାୟୀ ରଙ୍ଗମଞ୍ଚର ପ୍ରାଣ ପ୍ରତିଷ୍ଠାତା ତଥା ପାରଳାର ଯୁଗଜନ୍ମା ତଥା ମହାନ ଦେଶଭକ୍ତ ନାଟ୍ୟକାର ଆପନ୍ନା ପରିଛାଙ୍କ ୧୪୬ ତମ ଜୟନ୍ତୀ ଉତ୍ସବ ପାଳନ ଅବସରରେ କବିତା ପାଠୋତ୍ସବ , Continue Reading