Home Posts tagged ODISHA (Page 538)
Odisha News
ସମ୍ବଲପୁର,୧୧/୨: ବଢ଼ିଲା କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ । ବୋନସକୁ ୨୫ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରାଗଲା। ଏଥିରେ ଉପକୃତ ହେବେ ୮ ଲକ୍ଷ ୫୦ ହଜାର ତୋଳାଳି।ଏଥିପାଇଁ ୯୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ କେନ୍ଦୁପତ୍ର ବନ୍ଧାଳି ଓ ସିଜନାଲ କର୍ମଚାରୀଙ୍କୁ ପ୍ରୋତ୍ସାହନ ରାଶିକୁ ମଧ୍ୟ ରାଜ୍ୟ ସରକାର ବଢାଇଛନ୍ତି ।ଏହାକୁ ୨ ଗୁଣା ବୃଦ୍ଧି କରାଯାଇଛି । ସମ୍ବଲପୁର ଜିଲ୍ଲା ଚାରମାଲଠାରେ ଆୟୋଜିତ କେନ୍ଦୁପତ୍ର କର୍ମଚାରୀ ସଂଘର Continue Reading
Top Stories
By Our Correspondence  Bhubaneswar, Feb 11 : Kalinga Runners Trust (Regd) today organised its annual running, marathon event CENTROXY BHUBANESWAR CITY MARATHON. The 6th edition of the CENTROXY BHUBANESWAR CITY MARATHON. started from Shikhar Chandi temple gate. Dr Sarthak Pattnaik, Orthopaedic Surgeon, Mr. Dukhshyam Padhi, President Kalinga Runners flagged off the Continue Reading
Odisha News
ଭୁବନେଶ୍ୱର,୧୧/୨: ଲୋକପ୍ରିୟତାରେ ପୁଣି ୧ନଂ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ଲୋକପ୍ରିୟତାରେ ସବୁଠୁ ଆଗରେ । ଇଣ୍ଡିଆ ଟୁଡେ ମୁଡ ଅଫ ଦ ନେଶନ ସର୍ଭେରେ ନିଜ ରାଜ୍ୟରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ପୁଣି ସମସ୍ତଙ୍କୁ ପଛରେ ପକାଇ ଦେଇଛନ୍ତି ।ସଦ୍ୟ ସର୍ଭେ ଅନୁଯାୟୀ, ନବୀନଙ୍କୁ ରାଜ୍ୟର ୫୨.୭% ଲୋକେ ପସନ୍ଦ କରୁଛନ୍ତି । ଓଡ଼ିଶାରେ ସର୍ଭେ ଟିମ ୩୭୬୦ଜଣଙ୍କ ମତ ନେଇଥିଲା । ସେଥିରୁ ୫୨.୭% ଲୋକେ ନବୀନଙ୍କ କାମରେ ବେଶ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୧୦/୨: କନ୍ଧମାଳ ଜିଲ୍ଲା ଗୋଚ୍ଛାପଡ଼ା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଶନିବାର ସକାଳୁ ସକାଳୁ ମାଓ ପୋଷ୍ଟର ଦେଖିବାକୁ ମିଳିଛି । ଗତ ୩ ତାରିଖରେ ପୁଲିସ ଗୁଳିରେ ନିହତ ହୋଇଥିବା ମାଓନେତା ଦାସରୁଙ୍କୁ ପୋଷ୍ଟର ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜଣାଇଛି ମାଓ ସଙ୍ଗଠନ କେକେବିଏନ ଡିଭିଜନାଲ କମିଟି ପକ୍ଷରୁ ଜାରୀ ଏହି ପ୍ରେସ୍ ବିଜ୍ଞପ୍ତିରେ ଦାସରୁଙ୍କୁ ଶହୀଦ ଆଖ୍ୟା ଦିଆଯାଇ ତାଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ ବୋଲି Continue Reading
Odisha News
ବଲାଙ୍ଗୀର,୧୦/୨: ବେଲପଡ଼ା ଥାନା ଅନ୍ତର୍ଗତ କାନୁଟ ଗାଁରେ ଶନିବାର ଅପରାହ୍ନରେ ଗ୍ୟାସ୍ ସିଲିଣ୍ଡର ଫାଟି ୫ ମହିଳା ଓ ଜଣେ ପୁରୁଷ ଗୁରୁତର ହୋଇଛନ୍ତି।କାନୁଟ ଗାଁର ଉପରପଡ଼ାର ଏକ ପରିବାରର ୫ ଜଣ ମହିଳା ଏବଂ ଜଣେ ପୁରୁଷ ଟିଭି ଦେଖୁଥିବା ସମୟରେ ଗ୍ୟାସ୍ ସିଲିଣ୍ଡର ଫାଟିଥିବା ଜଣାପଡ଼ିଛି।ଗୁରୁତର ଅବସ୍ଥାରେ ଆହତଙ୍କୁ ପ୍ରଥମେ କଣ୍ଟାବାଞ୍ଜି ସରକାରୀ ଡାକ୍ତରଖାନାକୁ ନେଇ ପ୍ରାଥମିକ ଚିକିତ୍ସା କରାଯାଇଛି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ Continue Reading
Odisha News
ଭୁବନେଶ୍ୱର,୧୦/୨: ରାଜଧାନୀରେ ଲୁଟେରାଙ୍କ ଉତ୍ପାତ ଜାରି ରହିଛି। କେତେବେଳେ ଆପାର୍ଟମେଣ୍ଟରୁ ଚୋରି କରୁଛନ୍ତି ତ ଆଉ କେତେବେଳେ ରାସ୍ତାରେ ଯାଉଥିବା ଲୋକଙ୍କ ଠାରୁ ଛିନ୍ତାଇ କରୁଛନ୍ତି। ଏବେ ଲୁଟେରା ମାନେ ନୂଆ କୌଶଳ ଅପଣାଇଛନ୍ତି। ଏବେ ବାହାଘର ସିଜିନ ଚାଲିଥିବା ବେଳେ ରାଜଧାନୀରେ ବାହାଘର ମଣ୍ଡପ ଗୁଡ଼ିକୁ ଟାର୍ଗେଟ କରୁଛନ୍ତି ଲୁଟେରା।ରାଜଧାନୀର ବଡ଼ଗଡ଼ ଥାନା ଅଞ୍ଚଳରେ ଏକ ମଣ୍ଡପରେ ବାହାଘର ଚାଲିଥିବା ବେଳେ ଝିଅ ଘର ଲୁଟ୍ର ଶିକାର ହୋଇଛନ୍ତି। ଲୁଟେରା ଉପହାର Continue Reading
Odisha News
ଭୁୁବନେଶ୍ୱର, ୧୦/୨: ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି।ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ।ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ୫୦୦, ୭୦୦ ଓ ୯୦୦ ଟଙ୍କା ପାଉଥିଲେ । Continue Reading
Odisha News
ଭୁବନେଶ୍ୱର,୧୦/୨: ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ହୋଇଯାଇଛି । ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଗତକାଲି ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା।ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟିକା ହୋଇଛନ୍ତି ସୁଜ୍ଞାନ କୁମାରୀ। ସେ ଖଲ୍ଲିକୋଟ ନିର୍ବାଚନମଣ୍ଡଳୀରୁ ୮ଥର ଓ କବିସୂର୍ଯ୍ୟନଗରନିର୍ବାଚନମଣ୍ଡଳୀରୁ ୨ଥର ବିଧାୟିକା ଭାବେ ନିର୍ବାଚିତ Continue Reading