Home Posts tagged ODISHA (Page 541)
Feature
BY AKSHYA ROUT JAJPUR, FEB 4 : Cancer is one of the leading causes of death globally. Although there is no definitive cure, identifying symptoms and taking proactive measures early on can significantly impact and may potentially save lives. Every year, on February 4, World Cancer Day is observed globally. This day is dedicated to […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୪/୨ : ପ୍ରଥମ ବିଶ୍ଵ ଓଡ଼ିଶା ଭାଷା ସମ୍ମିଳନୀ ୨୦୨୪ ଅବସରରେ ବୌଦ୍ଧ ଅବସ୍ଥିତ ମାଉସୀ ମା ମନ୍ଦିର ନିକଟରେ ଅଦ୍ୟ ତା ୦୩.୦୨.୨୪ ରିଖରେ ସମସ୍ତ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ, ସାମୁହିକ ବନ୍ଦେ ଉତ୍କଳ ଜନନୀ ଗାନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦଘାଟନ ଉତ୍ସବର ସିଧା ପ୍ରସାରଣ କରାଯାଇଥିଲା ।ଏହି ଉତ୍ସବରେ ଜିଲ୍ଲାପାଳ ମହୋଦୟ ଶ୍ରୀ ଜେ ସୋନାଲ, ପରିଷଦର ଅଧ୍ୟକ୍ଷ ମହୋଦୟ ଶ୍ରୀ ମୃତ୍ୟୁଞ୍ଜୟ ମିଶ୍ର, ନିର୍ବାହୀ Continue Reading
Top Stories
PM did not utter a single word against Odisha’s ruling Biju Janata Dal By Mahendra Kumar Darjee Sambalpur (Odisha), Feb. 3: Prime Minister Narendra Modi on Saturday  formally launched his party BJP’s poll campaign in Odisha as he addressed a public rally here at Remed Ground. The PM’s — christened as ‘Vishal Guarantee Samavesh’ — […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୨ :ସୂଚନା ଅଧିକାର, ପ୍ରଚାର ଅଭିଯାନ ପରିପ୍ରେକ୍ଷୀରେ ସରକାରଙ୍କ ବୌଦ୍ଧ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ଗୃହରେ ଭିଡିଓ କନଫରେନ୍ସି ମାଧ୍ୟମରେ ସୂଚନା ଅଧିକାର ଆଇନ- ୨୦୦୫ ଧାରା ୪(୧) ଖ ହୋଇଯାଇଛି ।ଏହି କର୍ମଶାଳାରେ ମୁଖ୍ୟ ଅତିଥିଭାବେ ଉପ- ଜିଲ୍ଲାପାଳ, ବୌଦ୍ଧ ଶ୍ରୀଯୁକ୍ତ ରବୀନ୍ଦ୍ରନାଥ କାହଁର ଯୋଗଦେଇ ଉଦଘାଟନ କରିଥିଲେ ।କର୍ମଶାଳା ଆରମ୍ଭରେ ଫେବୃଆରୀ Continue Reading
Odisha News
ବାଲିଗୁଡ଼ା, ୩/୨:ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି କାର୍ଯ୍ୟାଳୟ ପରିସରରେ ସମୂହ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରାଯାଇଛି ।ଏହି ଅବସରରେ ବିଧାୟକ ଚକ୍ରମଣି କହଁର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ସାଂସଦ ପ୍ରତିନିଧି ଟୁନା ଦାସ, ଉପଜିଲ୍ଲାପାଳ ଡ଼.ରୀନା ପ୍ରଧାନ,ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଓ ଉପାଧ୍ୟକ୍ଷ ଶାନ୍ତିଲତା ନାୟକଙ୍କ ସମେତ ସମସ୍ତ ଓ୍ବାର୍ଡ କାଉନସିଲର ଏବଂ Continue Reading
Odisha News
ଭୁବନେଶ୍ୱର, ୩/୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ପ୍ରଥମ ବିଶ୍ବ ଓଡ଼ିଆ ସମ୍ମିଳନୀ ଉଦଘାଟିତ ହୋଇଛି। ଏହି ଉତ୍ସବରେ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର, ସାହିତ୍ୟିକ ଡକ୍ଟର ସୀତାକାନ୍ତ ମହାପାତ୍ର, ଡକ୍ଟର ପ୍ରତିଭା ରାୟ ଓ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ପ୍ରମୁଖ ମଞ୍ଚରେ ଉପସ୍ଥିତ ଅଛନ୍ତି।ପ୍ରାରମ୍ଭରେ ସଂସ୍କୃତି ସଚିବ ସୁଜାତା କାର୍ତ୍ତିକେୟନ୍ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ।ଓଡ଼ିଆ ଭାଷାର ପ୍ରଚାର, ସଂରକ୍ଷଣ ଓ ପ୍ରସାର ପାଇଁ ଆଜି ଠାରୁ Continue Reading
Odisha News
ମୟୂରଭଞ୍ଜ, ୩/୨ : ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଲା ବରଯାତ୍ରୀ ବସ୍। ଦୁର୍ଘଟଣାରେ ୧୦ରୁ ଅଧିକ ବରଯାତ୍ରୀ ଆହତ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ତାଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି।ଆଜି ଭୋର ୪ଟାରେ ବାରଯାତ୍ରୀମାନେ ଏକ ବସ୍ ଯୋଗେ ଜାମସେଦପୁରରୁ ଏକ ବିବାହ କାର‌୍ୟ୍ୟରେ ଯୋଗଦେଇ ଯାଜପୁରକୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୨: ମିଶନଶକ୍ତି ଓଡିଆ କବି ସମ୍ମିଳନୀ ବୌଦ୍ଧ ଜିଲ୍ଲା ର ହରଭଙ୍ଗା ବ୍ଲକ ମିଶନ ଶକ୍ତି କାର୍ଯ୍ୟାଳୟ ଠାରେ ରାଜ୍ୟ ସରକାରଙ୍କ ମିଶନଶକ୍ତି ବିଭାଗର ତରଫରୁ ‘ମିଶନଶକ୍ତି ଓଡିଆ କବି ସମ୍ମିଳନୀ’ ଅନୁଷ୍ଠିତ ହୋଇ ଯାଇଛି।ରାଜ୍ୟ ସରକାରଙ୍କ ଦ୍ଵାରା ଆସନ୍ତା ୩ ରୁ ୫ ତାରିଖ ମଧ୍ୟରେ ହେବାକୁ ଥିବା ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷିରେ ରେ ହରଭଙ୍ଗା ବ୍ଲକ ର ମିଶନଶକ୍ତି ବିଭାଗ ଦ୍ଵାରା ଏହି ମିଶନଶକ୍ତି ଓଡିଆ କବି […]Continue Reading
Feature
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୩/୨: ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ସାଧୁ ମେହେରଙ୍କ ପରଲୋକରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ବିଶିଷ୍ଟ ଲେଖକ ଇଂ ତାରାପ୍ରସାଦ ମିଶ୍ର ଏଥିସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ତାଙ୍କ ବିୟୋଗ କଳା ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।ସାମାଜିକ ଗଣମାଧ୍ୟମ ଏକ୍ସ ଜରିଆରେ ପୋଷ୍ଟ କରିଥିବା ଶୋକ ବାର୍ତ୍ତାରେ ମିଶ୍ର କହିଛନ୍ତି, ‘‘ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା Continue Reading