Home Posts tagged ODISHA (Page 56)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୮/୧୨: ବି ଜେ ବି ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ଚାଲିଥିବା ଖୋର୍ଦ୍ଧା ଜିଲ୍ଲା ଭାରତ ସ୍କାଉଟ ଗାଇଡ ତ୍ରୀଦିବସୀୟ କାମ୍ପୋରି ଆଜି ସନ୍ଧ୍ୟାରେ ଉଦଯାପିତ ହୋଇଯାଇଅଛି।ସକାଳ ୬.୩୦ ମି ସମୟରେ ଧ୍ଵଜା ଉତ୍ତୋଳନ କାର୍ଯ୍ୟକ୍ରମ ମୁଖ୍ୟ ତାଲିମ ଦାତା ପୀତବାସ ପଟ୍ଟନାୟକ, ଦିବାକର ପଟ୍ଟନାୟକ, ଓ ରମେଶ କୁମାର ବଳବନ୍ତରାୟଙ୍କ ଦ୍ଵାରା ଅନୁଷ୍ଠିତ ହୋଇଥିଲା।ଏହା ପରେ ସମସ୍ତ ଶିବିରାର୍ଥି ଏକତ୍ରିତ ହୋଇ ସର୍ବ ଧର୍ମ Continue Reading
Odisha News
ବ୍ରହ୍ମପୁର, ୧୭/୧୨: ବ୍ରହ୍ମପୁର ସହରକୁ ଉପହାର ବର୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସହରର ବିକାଶ ପାଇଁ ନିର୍ମାଣ ହେବ ୧୦ଟି ରାସ୍ତା ।ଆଉ ବ୍ରହ୍ମପୁରରୁ ଜୟପୁରକୁ ଯୋଡ଼ିବାକୁ ୬ ଥାକିଆ ରାସ୍ତା ନିର୍ମାଣ କରାଯିବ, ଯେଉଁଥିପାଇଁ ୬୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଣଷା କରିଛନ୍ତି ।ବ୍ରହ୍ମପୁର ସ୍ଥିତ ନୀଳକଣ୍ଠ ନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ୪୨ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇଛନ୍ତି ।ଏହି Continue Reading
Odisha News
ବାରିପଦା,୧୭/୧୨: ବାରିପଦାରେ ପୁଣି ଲଜ୍ଜା । ୫ ବର୍ଷର ଶିଶୁକୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ବାରିପଦା ସଦର ଥାନା ଅଞ୍ଚଳରୁ ଆସିଛି ଏଭଳି ଅଭିଯୋଗ ।ନାତୁଣୀ ସହ ଗାଁର ପଡ଼ୋଶୀ ସମ୍ପର୍କୀୟ ଅଜା ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ଆସିଛି । ଅଭିଯୁକ୍ତ ଅଜା ଦିଲ୍ଲୀପ ହେମ୍ବ୍ରମ ବୋଲି ଜଣାପଡିଛି ।ଘଟଣା ଅନୁଯାୟୀ, ଶିଶୁ କନ୍ୟାକୁ ବିସ୍କୁଟ୍ ଦେବାର ଲୋଭ ଦେଖାଇ ଅଭିଯୁକ୍ତ ଜଣକ ବଳାତ୍କାର କରିଥିଲେ।ଏହି ଘଟଣା ପରେ ଶିଶୁଟି ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୭/୧୨: ବୌଦ୍ଧଜିଲ୍ଲା ବୌଦ୍ଧ ବ୍ଲକର ଗୁନ୍ଦୁଲିଆ, ଆମ୍ବଝରୀ,ଶଗଡା ଗ୍ରାମ ପଂଚାୟତର କେତେକ ଗ୍ରାମକୁ ନେଇ ଏକ ନୁତନ ତିଲପଙ୍ଗା ଗ୍ରାମ ପଂଚାୟତ ଗଠନ ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।ମାତାଗାଡୁ ୱାର୍ଡ ଠାରୁ ଆମ୍ବଝରୀ ଗ୍ରାମ ପଂଚାୟତକୁ ୨୫ କିଲୋମିଟର ଦୂରତା ହେଉଛି, ଉଡାମୁଡା, ଡିମିରିଖୋଲ ୱାର୍ଡ ଠାରୁ ଗୁନ୍ଦୁଲିଆ ଗ୍ରାମ ପଂଚାୟତ ୧୫ କିଲୋମିଟର ଦୂର Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୧୬/୧୨ : ସୁଫଳ ଆଣିଲା ପିଏମ ସୂର୍ଯ୍ୟଘର ମୁଫ୍ତ ବିଜୁଳି ଯୋଜନା-ୟୁଏଲଏ ମଡେଲ। ଏହି ଯୋଜନାରେ ଘର ଛାତରେ ସୋଲାର ପ୍ୟାନେଲ ସ୍ଥାପନ କରି ଉପଭୋକ୍ତମାନେ ନିଜର ବିଜୁଳି ବିଲ୍ ରେ ଆଶାତୀତ ହ୍ରାସ କରିବାରେ ସଫଳ ହୋଇଛନ୍ତି।ଖାଲି ସେତିକି ନୁହଁ, ଅନେକ ବିଜୁଳି ଉପଭୋକ୍ତାଙ୍କ ଘରର ବିଦ୍ୟୁତ୍ ବ୍ୟବହାର ପାଇଁ ଶୂନ୍ୟ ୟୁନିଟ ବିଲିଂ ମଧ୍ୟ ହୋଇଥିବା ଦେଖିବାକୁ ମିଳିଛି।ଅକ୍ଷୟ ଶକ୍ତିକୁ ପ୍ରୋତ୍ସାହନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୬/୧୨: ଖୋର୍ଦ୍ଧା ଜିଲ୍ଲା ପୁଲିସ ପକ୍ଷରୁ ନଭେମ୍ବର ମାସର ଅପରାଧ ସମୀକ୍ଷା ବୈଠକ ଏସ୍ପିଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା ଏହି ବୈଠକରେ ଅଧ୍ୟକ୍ଷତା କରିଥିଲେ।ଅତିରିକ୍ତ ଏସ୍ପି ,ଉପଖଣ୍ଡ ଆରକ୍ଷୀ ଅଧିକାରୀ ଓ ଜିଲ୍ଲାର ସମସ୍ତ ଥାନା ଅଧିକାରୀ ମାନେ ଉପସ୍ଥିତ ଥିଲେ। ବୈଠକରେ ଏସ୍ପି ଜିଲ୍ଲାର ସମଗ୍ର ଅପରାଧ ସ୍ଥିତି ଉପରେ ସମୀକ୍ଷା କରିଥିଲେ।ବିଶେଷ କରି Continue Reading
Odisha News
ଭୁବନେଶ୍ବର, ୧୬/୧୨ : ଦେଶର ଫାର୍ମା ହବ୍ ହେବ ଓଡ଼ିଶା । ଓଡ଼ିଶା ଫାର୍ମା ସମିଟ୍‌ରେ ଯୋଗଦେଇ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଫାର୍ମା ନିବେଶକଙ୍କୁ ଅନୁରୋଧ ଓଡ଼ିଶା ଆସନ୍ତୁ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେବେ ସରକାର ।ଏହି ଫାର୍ମା ସମ୍ମିଳନୀରେ ମୋଟ୍ ୪୨ଟି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ୬୨୬୩ କୋଟିରୁ ଅଧିକ ଟଙ୍କାର ପୁଞ୍ଜି ନିବେଶ ହୋଇଛି । ଏହାଦ୍ୱାରା ମୋଟ୍ ୩୮,୪୦୬ ନିଯୁକ୍ତି ସୁଯୋଗ […]Continue Reading
Odisha News
ଭୁବନେଶ୍ୱର, ୧୬/୧୨: ରାଜଧାନୀ ଭୁବନେଶ୍ବରର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୁହଁ ଖୋଲିଛନ୍ତି।ଏହି ଘଟଣାକୁ ଅତ୍ୟନ୍ତ ସ୍ପର୍ଶକାତର ଏବଂ ବିଚଳିତ କରିଦେବା ପରି ବିଷୟ ବର୍ବରତା ଓ ଅରାଜକତା ସୀମା ଟପୁଛି, ରାଜ୍ୟ ରାଜଧାନୀ ଅସୁରକ୍ଷିତ ହେଉଛି ବୋଲି ସେ କହିଛନ୍ତି।ବିଜେଡି ସମାପତି ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ କହିଛନ୍ତି, ଭୟଶୂନ୍ୟ ହେଉଛନ୍ତି ଅପରାଧୀ। ଆଇନଶୃଙ୍ଖଳା କେତେ ଆଉ ବିପର୍ଯ୍ୟସ୍ତ ହେଲେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୫/୧୨: ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅଧିନସ୍ଥ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଓ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ହରଭଙ୍ଗା ବ୍ଲକ ପି ଏମ ଶ୍ରୀ ବା ବା ବୈଦ୍ୟନାଥ ଉଚ୍ଚ ବିଦ୍ୟାଳୟ ସରସରା ପରିସରରେ ଜିଲ୍ଲା ଶିକ୍ଷାଧିକାରୀ ଟେମଲାଲ ଦୁବେଙ୍କ ଅଧ୍ୟକ୍ଷତାରେ ଉଦଘାଟିତ ହୋଇଯାଇଛି ।ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପିଲାଙ୍କ ଭିତରେ ବୈଜ୍ଞାନିକ ମନୋଭାବ ସୃଷ୍ଟି କରିବାକୁ Continue Reading