By Tapaswini Sahoo Bhubaneswar, Dec 15 : The second day of the Purvodaya Perspectives International Conference in Bhubaneswar underscored the pivotal role of youth engagement, regional cooperation, the Blue Economy, and frontier technologies in driving the growth of Eastern India and advancing India’s broader Indo-Pacific vision. Day 2 commenced with the Purvodaya 1.5 Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୫/୧୨ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରର ଗଜପତି ଷ୍ଟାଡିୟମ୍ ନିକଟସ୍ଥରେ ଥିବା ସେଞ୍ଚୁରିଅନ୍ ପବ୍ଲିକ୍ ସ୍କୁଲ୍ ର ନବମ ଶ୍ରେଣୀର ଛାତ୍ର ଏନ: କୁମାର ଭରଦ୍ୱାଜ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ ପ୍ରତିଯୋଗିତାରେ ଶ୍ରେଷ୍ଠ ୩୦ଜଣ ଅନ୍ତିମ ପର୍ଯ୍ୟାୟର ପ୍ରତିଯୋଗୀ ମଧ୍ୟରେ ସ୍ଥାନ ଅଧିକାର କରି ସ୍କୁଲର ଗୌରବ ବଢ଼ାଇଛନ୍ତି।ଏହି ପ୍ରତିଷ୍ଠିତ ପ୍ରତିଯୋଗିତାର ଅନ୍ତିମ ପର୍ଯ୍ୟାୟ ୧୩ ଡିସେମ୍ବର ୨୦୨୫ ରେ Continue Reading
ଭୁବନେଶ୍ୱର,୧୫/୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜର ପୋଷ୍ଟ ଗ୍ରାଜୁଏଟ୍ (ପିଜି) ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧିକୁ ଅନୁମୋଦନ କରିଛନ୍ତି। ଜାନୁଆରୀ ୧, ୨୦୨୬ରୁ ଲାଗୁ ହେବ ବର୍ଦ୍ଧିତ ଷ୍ଟାଇପେଣ୍ଡ।ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ (CMO) ପକ୍ଷରୁ ସୋମବାର ପ୍ରକାଶିତ ଏକ ବିବୃତ୍ତି ଅନୁଯାୟୀ, ଆୟୁର୍ବେଦ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୪/୧୨ : ବିଶ୍ୱବିଶ୍ରୁତ ନଭବିଜ୍ଞାନୀ ମହାମହୋପଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ଓରଫ ପଠାଣି ସାମନ୍ତଙ୍କ ୧୯୧ତମ ଜନ୍ମସ୍ମାରକୀ ମହା ସମାରୋହରେ ସ୍ଥାନୀୟ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ଥିବା ଯଦୁମଣି ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି।ସାମନ୍ତ ଚନ୍ଦ୍ରଶେଖର ସାଂସ୍କୃତିକ ଅନୁଷ୍ଠାନ,ନୟାଗଡ଼ ପକ୍ଷରୁ ଆୟୋଜିତ ଏହି ଭବ୍ୟ ସମାରୋହରେ ମୁଖ୍ୟ ଅତିଥି ଭାବେ ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ଯୋଗଦାନ କରିଥିବା ବେଳେ ଖଣ୍ଡପଡା Continue Reading
ଭୁବନେଶ୍ବର,୧୪/୧୨ : ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି ଅତିଥି ଆସିବାକୁ ଯାଉଛି । ମାଆ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଅର୍ଚ୍ଚିତା ସାହୁ । ଏନେଇ ସେମାନେ ସୋସିଆଲ ମିଡିଆରେ ଏକ ଭିଡିଓ ସେୟାର କରି ଖୁସି ଖବର ଦେଇଛନ୍ତି ।ଲିଙ୍ଗରାଜ ମନ୍ଦିର ନିକଟରେ ଛିଡା ହୋଇ ଉଭୟେ ଏକ ଭିଡିଓ ସେୟାର କରି ଏନେଇ ଫ୍ୟାନ୍ସଙ୍କୁ ସୂଚନା […]Continue Reading
ଭୁବନେଶ୍ୱର, ୧୪/୧୨ : ଶୀତରେ କଲବଲ ପୂରା ରାଜ୍ୟ। ପ୍ରବଳ ଡରାଇଲାଣି ଥଣ୍ତା। ଏମିତି ଲମ୍ବା ସମୟ ପ୍ରକୋପ ବହୁତ ବର୍ଷ ହେଲା ଅନୁଭୂତ ହୋଇନଥିଲା ।ଡିସେମ୍ବର ମାସରେ ଏପର୍ଯ୍ୟନ୍ତ ଲଗାତାର ୮ ଦିନ ଶୀତ ଲହରି ଅନୁଭୂତ ହେଲାଣି। ନଭେମ୍ବରରେବି ୩ ଦିନ ଥରାଇଥିଲ ଶୀତ। ପାଣିପାଗ ପୂର୍ବାନୁମାନ ଅନୁଯାୟୀ, ଏବେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନାହିଁ। ଥଣ୍ଡା ପ୍ରକୋପ ଜାରି ରହିବ।ଶୁକ୍ରବାର ରାତିରେ ୧୬ଟି ସହରରେ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସରୁ କମ୍ ଥିଲା। Continue Reading
By Tapaswini Sahoo Bhubaneswar/ Odisha , Dec 13 : The 3rd edition of the International Conference on Purvodaya Perspectives 2025 was inaugurated today in Bhubaneswar, Odisha. Organised by The Energy Forum (TEF), New Delhi, in collaboration with Ministry of External Affairs and Confederation of Indian Industry (CII), the conference brought together eminent dignitaries, Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୩/୧୨ : ଜଟଣୀ ସହରରେ ପ୍ରଥମ କରି ଡିସେମ୍ବର ୨୧ ରେ ହେବାକୁ ଥିବା ପଥ ଉତ୍ସବ ପାଇଁ ଆଜି ମଞ୍ଚ ପୁଜା ମହା ଆଡମ୍ବର ସହକାରେ ପାଳିତ ହୋଇଯାଇଛି।ଜାତୀୟ ପୁରସ୍କାର ପ୍ରାପ୍ତ ଅଭିନେତା ତଥା ସମାଜ ବିଜ୍ଞାନୀ ଡଃ.ରୁଷି ପଟ୍ଟନାୟକଙ୍କ ନେତୃତ୍ବରେ ପଥ ଉତ୍ସବର ଅଧ୍ୟକ୍ଷ ତଥା ଖୋରଧା ଜିଲା ବିଜେପି ସଭାପତି ଶ୍ରୀ ବିଶ୍ବରଂଜନ ବଡ଼ଜେନା, ଜଟଣୀ ବିକାଶ ପରିଷଦର ସଭାପତି ଶ୍ରୀ ସୁଦର୍ଶନ ସୁନ୍ଦରାୟ କର୍ତ୍ତା ରୂପରେ ଶୁଭ Continue Reading
ଗଜପତି : ଜିଲ୍ଲାସ୍ତରୀୟ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଠିତ , ୨୫ ଲକ୍ଷ ୨୦ହଜାର ୬୭୯ ଟଙ୍କା ଆଦାୟ
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୧୨ : ନୂଆଦିଲ୍ଲୀ ସ୍ଥିତ ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ୍ ଶ୍ରୀ ଜଗଦୀଶ ପ୍ରସାଦ ମହାନ୍ତିଙ୍କ ପୃଷ୍ଠପୋଷକତାରେ ଆଜି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କୋର୍ଟ ସମେତ , ମୋହନା , ଆର. ଉଦୟଗିରି ଏବଂ କାଶୀନଗର ସ୍ଥିତ କୋର୍ଟରେ ଚଳିତ ବର୍ଷର ଶେଷ ତଥା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ସଫଳତାର Continue Reading
ଭୁବନେଶ୍ୱର, ୧୩/୧୨ : ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ। ନିଆଁ ଲାଗି ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର ପୋଡ଼ି ପାଉଁଶ ହୋଇ ଯାଇଛି। ସ୍ଥାନୀୟ ଲୋକଙ୍କ ଠାରୁ ଖବରପାଇ ବାଲିଅନ୍ତା ଅଗ୍ନିଶମ ବାହିନୀର କର୍ମଚାରୀମାନେ ଘଟଣାସ୍ଥଳରେ ପହଂଚି ଗାଡ଼ିରେ ଲାଗିଥିବା ନିଆଁ ଲିଭାଇଥିଲୋ। ତେବେ ନିଆଁ କିପରି ଲାଗିଲା ତାହା ସ୍ପଷ୍ଟ ଜଣା ପଡ଼ିନାହିଁ କିନ୍ତୁ ୧୦ ଜଣ ବ୍ୟକ୍ତି ଏହି ସ୍ଥାନରେ ନିଆଁ ଲଗାଇଥିବା ନେଇ ଜଣେ ବ୍ୟକ୍ତି […]Continue Reading




