ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୯/୯ : ଗଜପତି ଜିଲ୍ଲା ରାୟଗଡ଼ ପଞ୍ଚାୟତ ସମିତି କାର୍ୟ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମମୁଖୀ ପ୍ରଶାସନ ଅଧୀନରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭାଗବତ ସାମଲ କଲ୍ୟାଣରାଓ, ଅତିରିକ୍ତ ନିର୍ବାହୀ ଅଧିକାରୀ Continue Reading




