Home Posts tagged ODISHA (Page 61)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୬/୫ : ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅମ୍ରିତ୍ ଋତୁରାଜ ଙ୍କ ଅଧ୍ୟକ୍ଷତାରେ ଡେଙ୍ଗୁ ଓ ମ୍ୟାଲେରିଆ(ଭି ବି ଡି) ରୋଗ ନିୟନ୍ତ୍ରଣ ଓ ପ୍ରତିକାର ବୈଠକ ଅନୁଷ୍ଠିତ ହୋଇଯାଇଅଛି । ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ, ଯୋଗଦେଇଥିଲେ। ମଶା ବଂଶ ଦମନ, ନାଳନର୍ଦ୍ଦମା ସଫେଇ, ମଶା ଧୁଆଁ ପ୍ରୟୋଗ, ବିଦ୍ୟାଳୟ Continue Reading
Odisha News
ନୂଆଦିଲ୍ଲୀ, ୨୬/୫ : ବିଜେଡି ଛାଡ଼ି ବିଜେପିରେ ଯୋଗଦେବା ପରେ ପ୍ରଥମ ଥର ପାଇଁ ନିଜ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ରାଜନେତା ଦେବାଶିଷ ସାମନ୍ତରାୟ।ନୂଆଦିଲ୍ଲୀରେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହେବା ପରେ ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିତ୍ୱ, ନେତୃତ୍ୱ ଓ ଦେଶ ପାଇଁ ତାଙ୍କର କାର୍ଯ୍ୟଧାରା ତାଙ୍କୁ ଗଭୀର ଭାବେ ପ୍ରଭାବିତ କରିଛି। ସେହି ପ୍ରେରଣାରୁ ସେ ବିଜେପିରେ ଯୋଗ ଦେଇଥିବା କହିଛନ୍ତି।ଦେବାଶିଷ କହିଛନ୍ତି ଯେ, Continue Reading
Odisha News
ବ୍ରହ୍ମପୁର, ୨୬/୫ : ପୁଣି ବ୍ରହ୍ମପୁରରେ ଡବଲ ଏନକାଉଣ୍ଟର। ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ମାମଲାରେ ଫେରାର ଅଭିଯୁକ୍ତକୁ ଏନକାଉଣ୍ଟର କରିଛି ପୋଲିସ। ସରୋଜର ବାମ ଗୋଡ଼ରେ ଓ ରଞ୍ଜନର ଡାହାଣ ଗୋଡ଼ରେ ଗୁଳି ବାଜିଛି। ଆହତ ଦୁଇ ଅଭିଯୁକ୍ତଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ୧୦ ଦିନରେ ବ୍ରହ୍ମପୁର ପୋଲିସ ୫ ଏନକାଉଣ୍ଟର କଲାଣି। ତେବେ ଅପରାଧିଙ୍କ ଉପରେ ବ୍ରହ୍ମପୁର ପୋଲିସର ଆକ୍ସନ ଗୁଣ୍ଡ ଏବଂ ମାଫିଆଙ୍କ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୬/୫: ଭତ୍ତା ଟଙ୍କାକୁ ଚାହିଁ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ତେବେ ଦଶାହ ଦିନ ତାଙ୍କ ପରିବାରକୁ ଗୋଟିଏ ମାସର ଭତ୍ତା ଟଙ୍କା ଧରାଇ ପ୍ରଶାସନ ନିଜ ମୁଣ୍ଡରୁ ଦାୟିତ୍ଵ ଖସାଇ ଦେଇଛି।ଏଭଳି ଘଟଣା ଖୋରଧା ବ୍ଲକ ଅନ୍ତର୍ଗତ ବଙ୍ଗିଦା\” ପଞ୍ଚାୟତର ଭାଟପଡ଼ା ଗ୍ରାମରେ ଦେଖିଘବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।ସୂଚନା ମୁତାବକ, ଏହି ଗ୍ରାମର Continue Reading
Top Stories
By Tapaswini Sahoo Bhubaneswar, May 25 : Representing India on the global stage, Pranati Nayak, an athlete of the Odisha AM/NS India Gymnastics High Performance Centre (HPC), secured silver medal in the Vault event at the prestigious FIG World Challenge Cup 2026 held during May 21- 24, 2026 in Tashkent, Uzbekistan where 16 nations participated […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା ,୨୫/୫ : ରାଜ୍ୟ ରାଜଧାନୀ ଠାରୁ ମାତ୍ର ୨୫ କି ମି. ଦୂରରେ ରହିଛି ଖୋରଧା ସହର । ସହରର ଲୋକସଂଖ୍ୟା ବୃଦ୍ଧି ସହିତ ପ୍ରଦୂଷଣ ବି ବଢୁଛି ।୨୫.୮୪ବର୍ଗ କି.ମି. ଖୋରଧା ପୌରାଞ୍ଚଳ ୨୨ଟି ୱାର୍ଡକୁ ନେଇ ଗଠିତ । ସହରରେ ପାଖାପାଖି ୧୦୦କି.ମି ରୁ ଉର୍ଦ୍ଧ୍ବ ବ୍ୟାପି ଡ୍ରେନ୍ ରହିଛି । ମାତ୍ର ସହରର ଅଧିକାଂଶ ଡ୍ରେନ ଜବରଦଖଲକାରୀଙ୍କ କବଜାରେ ରହିଛି। ବିଶେଷ କରି ଉଠାଦୋକାନୀ ମାନେ ଅଧିକ […]Continue Reading
Odisha News
ବ୍ରହ୍ମପୁର, ୨୫/୫ : ପୁଣି ବ୍ରହ୍ମପୁରରେ ଏନକାଉଣ୍ଟର। ପୋଲିସ ଏନକାଉଣ୍ଟରରେ ଗୁରୁତର ଆହତ ଅଭିଯୁକ୍ତ ଜଗା। ଜଗାର ଦୁଇ ଗୋଡରେ ବାଜିଛି ଗୁଳି। ତେଣୁ ଗୁରୁତର ଅବସ୍ଥାରେ ତାକୁ ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଜଗାର ନାଁରେ ବଡବଜାର ଓ ସଦର ଥାନାରେ ୯ ଅପରାଧିକ ମାମଲା ରହିଛି। ଏପରିକି ଅମ୍ବିକା ନଗର ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ଜଗା ଓ ତାର ଭାଇ ବଳିଆ ଖଣ୍ଡାରେ ହାଣି ଫେରାର ହେବା ସମୟରେ ପୋଲିସ ତାଙ୍କୁ ଏନକାଉଣ୍ଟ କରିଛି।ସୂଚନା […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୪/୫ : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ବାରଖାମା ଗୋଷ୍ଠୀ ସ୍ୱସ୍ଥ୍ୟକେନ୍ଦ୍ର ସଭାଗୃହ ଠାରେ ବାରଖମା ଏବଂ କ.ନୂଆଗାଁ ଦାୟିତ୍ୱ ରେ ଥିବା ଜିଲ୍ଲା ଭେକ୍ଟ ଭାଇଟା ନିୟନ୍ତ୍ରଣ ତଦାରଖ କାରୀ ସମୀର କୁମାର ପଟନାୟକ ଙ୍କ ନେତୃତ୍ୱରେ ଦିନିକିଆ ଏ ସି ଏମ ଛିଞ୍ଚାନ ତାଲିମ୍ ଶିବିର ଅନୁଷ୍ଠିତ ହୋଇଯାଇଛି ।ବାରଖମା ଗୋଷ୍ଠୀ ସ୍ୱସ୍ଥ୍ୟ କେନ୍ଦ୍ର ଅଞ୍ଚଳର ଆଠ ଗୋଟି ଗ୍ରାମପଞ୍ଚାୟତର ମ୍ୟାଲେରିଆ ପ୍ରବଣ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୨୪ା୫ : ନୟାଗଡ଼ ବିଜେଡି କାର‌୍ୟ୍ୟାଳୟଠାରେ ମହିଳା ଅଧିକାର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ଛାତ୍ର ବିଜେଡି ସଭାପତି ଇପସିତା ସାହୁ, ଜିଲ୍ଲା ମହିଳା ବିଜେଡି ସଭାନେତ୍ରୀ ବିରଜା ଲକ୍ଷ୍ମୀ ସାହୁ ପ୍ରମୂଖ ଉପସ୍ଥିତ ରହିଥିଲେ ।କେନ୍ଦ୍ର ସରକାର ମହିଳା ସଂରକ୍ଷଣ ବିଲ୍ ଆଳରେ ଯୋଜନା ବଦ୍ଧ ଭାବେ ଷଡ଼ଯନ୍ତ୍ର କରିବା, Continue Reading