Home Posts tagged ODISHA (Page 66)
Odisha News
ଭୁବନେଶ୍ୱର,୨୨/୭: ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ବାହୁଡ଼ାଯାତ୍ରାକୁ ସୁରକ୍ଷିତ ଓ ସୁଶୃଙ୍ଖଳ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର ଆକ୍ସନ୍ ମୋଡ୍‌କୁ ଆସିଛନ୍ତି।ଏହାକୁ ନେଇ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି।ବୈଠକରେ ବାହୁଡ଼ାଯାତ୍ରା ସହ ସୁନାବେଶ, ଅଧରପଣା ଓ ନୀଳାଦ୍ରି ବିଜେ ଭଳି ପରବର୍ତ୍ତୀ ସମସ୍ତ ନୀତିକାନ୍ତିକୁ ନିର୍ବିଘ୍ନରେ ସମ୍ପନ୍ନ କରିବା ପାଇଁ ବ୍ୟାପକ ରଣନୀତି ଉପରେ Continue Reading
Business News Top Stories
By Swagatika Mohapatra Bhubaneswar, July 22: Odisha-based GovTech and enterprise digital transformation company CSM Technologies Ltd reported a 70.2 per cent year-on-year increase in consolidated profit after tax (PAT) to Rs 24.01 crore for the financial year ended March 2026, supported by stronger operating efficiencies and improved margins. The company’s total income Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୨/ ୭ : ରାଜ୍ୟ ସରକାରଙ୍କ ଏମଏସଏମଇ ବିଭାଗର କମିଶନର-କମ୍-ସଚିବ ଶ୍ରୀମତୀ ରଶ୍ମିତା ପଣ୍ଡା, ଓଇଝ ଆଜି ନୟାଗଡ଼ ଜିଲ୍ଲା ଗସ୍ତ କରି Special Intensive Revision (SIR)-୨୦୨୬ କାର୍ଯ୍ୟକ୍ରମର ଅଗ୍ରଗତି ସମୀକ୍ଷା କରିଥିଲେ।ପ୍ରଥମେ ସେ ଜିଲ୍ଲାର ସ୍ଵୀକୃତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଏକ ବୈଠକ କରି SIR କାର୍ଯ୍ୟକ୍ରମର ସ୍ଵଚ୍ଛ, ନିରପେକ୍ଷ ଓ ସଫଳ କାର୍ଯ୍ୟାନ୍ଵୟନ ସମ୍ପର୍କରେ ମତବିନିମୟ କରିଥିଲେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୭ : ଓଡ଼ିଶା ସୋସାଇଟି ଫର୍ ସୋସିଆଲ୍ ଅଡିଟ୍, ଆକାଉଣ୍ଟେବିଲିଟି ଆଣ୍ଡ ଟ୍ରାନ୍ସପାରେନ୍ସି (OSSAAT )ର ନିର୍ଦ୍ଦେଶକ ନିହାରରଞ୍ଜନ ସ୍ୱାଇଁ ଏବଂ ସୋସିଆଲ୍ ଅଡିଟ୍ ବିଶେଷଜ୍ଞ ଶ୍ରୀମତୀ ପୁଷ୍ପାଞ୍ଜଳି ସାୱତ ଆଜି ବୌଦ୍ଧ ଜିଲ୍ଲା ଗସ୍ତ କରି ମନରେଗା ଓ ଭି ବି ଜି ରାମ୍ ଜି ଯୋଜନାର ବିଭିନ୍ନ କାର୍ଯ୍ୟର ସାମାଜିକ ସମୀକ୍ଷା କରିବା ସହ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ପ୍ରଥମେ ଜିଲ୍ଲା ମୁଖ୍ୟ ଉନ୍ନୟନ Continue Reading
Business News Top Stories
By Subrat Sarangi Bhubaneswar, July 21 : Vedanta Aluminium, India’s largest producer of aluminium, continues to drive inclusive community development through Project Sahayog, a unique community welfare initiative that provides timely support to families from Scheduled Caste (SC) and Scheduled Tribe (ST) communities during critical life events. Through assistance for Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୧/୭ : ରାସ୍ତାରେ ତୀବ୍ର ଖରା ହେଉ କି ଅବିରତ ବର୍ଷା, ନିଜ ସୁବିଧା-ଅସୁବିଧାକୁ ପଛରେ ପକାଇ ସାଧାରଣ ଲୋକଙ୍କ ସୁରକ୍ଷା ଓ ସୁଗମ ଯାତାୟାତ ପାଇଁ ଦିନରାତି କର୍ତ୍ତବ୍ୟ ପାଳନ କରୁଥିବା ଟ୍ରାଫିକ ପୁଲିସ କର୍ମଚାରୀଙ୍କ ପ୍ରତି କୃତଜ୍ଞତା ଓ ସମ୍ମାନ ଜଣାଇ ରୋଟାରୀ କ୍ଲବ ଖୋରଧା ପକ୍ଷରୁ ସୋମବାର ଏକ ସ୍ୱତନ୍ତ୍ର ସେବା ମୂଳକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।ଏହି ଅବସରରେ ଖୋରଧା ସହରର ବିଭିନ୍ନ ପ୍ରମୁଖ ଛକରେ Continue Reading
Odisha News
ଭୁବନେଶ୍ୱର, ୨୧/୭ : ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ ଆୟୋଗ ଭୋଟର ତାଲିକା ପ୍ରସ୍ତୁତି ପାଇଁ ବଡ଼ ଘୋଷଣା କରିଛନ୍ତି। ସ୍ୱତନ୍ତ୍ର ସଂକ୍ଷିପ୍ତ ପୁନରୀକ୍ଷଣ (SIR) ପ୍ରକ୍ରିୟା ଶେଷ ହେବା ପରେ ରାଜ୍ୟରେ ନୂତନ ଭୋଟର ତାଲିକା ପ୍ରସ୍ତୁତ କରାଯିବ। ଏ ନେଇ ସୋମବାର ଅନୁଷ୍ଠିତ ବୈଠକ ପରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ ସୂଚନା ଦେଇଛନ୍ତି।ସଚିବଙ୍କ କହିବା ଅନୁଯାୟୀ, ଅକ୍ଟୋବର ୨୬ରୁ ନଭେମ୍ବର ୭ ପର‌୍ୟ୍ୟନ୍ତ ଘରକୁ ଘର […]Continue Reading
Odisha News
ପୁରୀ, ୨୧/୭ : ହେରା ପଞ୍ଚମୀରେ ରାଗରେ ଜର୍ଜରିତ ଅଭିମାନିନୀ ମହାଲକ୍ଷ୍ମୀ ଜଗନ୍ନାଥଙ୍କ ନନ୍ଦିଘୋଷ ରଥକୁ ଭାଙ୍ଗି ଦେଇଛନ୍ତି । ପୁଣି ଥରେ ଶ୍ରୀମନ୍ଦିରକୁ ଫେରିଯିବାକୁ ଆଜିଠାରୁ ସଜବାଜ ଆରମ୍ଭ କରିବେ ତିନି ଠାକୁର । ଆଜି ତିନିର ଦକ୍ଷିଣ ମୋଡ଼ କରାଯିବ ।ପରମ୍ପରା ଅନୁଯାୟୀ ହେରା ପଞ୍ଚମୀ ପରଦିନ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦଣ୍ଡାୟମାନ ତିନି ରଥର ଦକ୍ଷିଣମୋଡ଼ କରାଯିବ । ଆଜି ସକାଳୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ପରେ ସମସ୍ତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୭ : କଣ୍ଟାମାଳ ବ୍ଲକରେ ଅନୁଷ୍ଠିତ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ ପରେ ବୌଦ୍ଧ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନାଙ୍କ ସହିତ ଅପରାହ୍ନରେ ବ୍ଲକର ବିଭିନ୍ନ ଗ୍ରାମ ପରିଦର୍ଶନ କରି ବିକାଶମୂଳକ କାର୍ଯ୍ୟ, ସରକାରୀ ଯୋଜନାର କାର୍ଯ୍ୟକାରିତା ଓ ଭିତ୍ତିଭୂମି ବିକାଶ ପ୍ରକଳ୍ପଗୁଡ଼ିକର ସମୀକ୍ଷା କରିଥିଲେ।ପ୍ରଥମେ ଜିଲ୍ଲାପାଳ କଣ୍ଟାମାଳ ସହର ପାଇଁ ପ୍ରସ୍ତାବିତ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୦/୭: ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ୬୭ତମ ବିଦ୍ୟାରମ୍ଭ ସାମ୍ବତ୍ସରିକ ଉତ୍ସବ ଓ ବନ ମହୋତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି।ମୈତ୍ରୀ ଭବନ ପରିସରରେ ମହାବିଦ୍ୟାଳୟ ଅଧ୍ୟକ୍ଷା ଡ.ପୂର୍ଣ୍ଣିମା ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ପରିଚାଳନା ସମିତି ସଭାପତି ତଥା ପୂର୍ବତନ ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ମୁଖ୍ୟ ଅତିଥି , ମୁଖ୍ୟ ପରାମର୍ଶଦାତା ପୂର୍ବତନ କୁଳପତି ମେଜର କ୍ଷୀରୋଦ ପ୍ରସାଦ Continue Reading