Home Posts tagged ODISHA (Page 67)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୧୦ : ମଙ୍ଗଳବାର ସକାଳ ୮ଘ ୩୦ ମିନିଟ ସମୟରେ ବଲାସିଙ୍ଗା ସ୍ଥିତ ପୋଲିସ ରିଜର୍ଭ ପଡିଆ ଠାରେ ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି ।ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲ ପୋଲିସ ପତାକା ଉତ୍ତୋଳନ କରିବା ସହିତ ଅନୁଷ୍ଠିତ ସମ୍ମିଳିତ ପାରେଡରେ ଅଭିବାଦନ ଗ୍ରହଣ କରିଥିଲେ ।ଉକ୍ତ କାର୍ଯ୍ୟକ୍ରମରେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ […]Continue Reading
Odisha News
ବ୍ରହ୍ମପୁର, ୨୨/୧୦ : ରାଜ୍ୟର ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାର ପର୍ଦ୍ଦାଫାସ୍ ହୋଇଛି । ଦୀର୍ଘ ୧୭ ଦିନ ପରେ ବ୍ରହ୍ମପୁର ପୋଲିସ ଅଭିଯୁକ୍ତକୁ ଧରିବାରେ ସଫଳ ହୋଇଛି । ପୀତବାସଙ୍କ ହତ୍ୟାରେ ବିଜେଡ଼ି ନେତାଙ୍କ ସମ୍ପୃକ୍ତି ସ୍ପଷ୍ଟ ହୋଇଛି ।ପୂର୍ବତନ ବିଜେଡ଼ି ବିଧାୟକ ତଥା ଗଞ୍ଜାମ ଜିଲ୍ଲା ସଭାପତି ବିକ୍ରମ ପଣ୍ଡାଙ୍କୁ ପୋଲିସ ଗିରଫ କରାଯାଇଛି । ମୋଟ ୧୨ ଜଣଙ୍କୁ ଗିରଫ କରାଯାଇଛି ।ମାମଲାରେ ମୋଟ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୨/୧୦: ମାତୃଭୂମିର ସେବା ପାଇଁ ନିଜ ଜୀବନକୁ ପ୍ରାଣବଳି ଦେଇ ସାହାସିକତାର ପରିଚୟ ଦେଇଥିବା ବୀର ସହୀଦ ପୁଲିସ ମାନଙ୍କ ସ୍ମୁତି ଉଦେଶ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ପ୍ରତିବର୍ଷ ଅକ୍ଟୋବର ୨୧ ତାରିଖକୁ ପୁଲିସ ଶହୀଦ ଦିବସ ଭାବେ ପାଳିତ ହେଉଛି।ଏହି ସହୀଦ ବୀର ପୁଲିସ ମାନଙ୍କ ବଳିଦାନକୁ ମନେପକେଇବାକୁ ଯାଇ ଆଜି ସାରା ରାଜ୍ୟରେ ୬୬ ତମ ସହୀଦ ସ୍ମୁତି ଦିବସ ପାଳନ ହେଉଛି।ଏହି ସ୍ମୁତି ଦିବସ ପାଳନ ଅବସରରେ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୧/୧୦: ମହାନତା ଦେଖାଇଲେ ଓଡ଼ିଶା ଡ୍ରାଇଭର ମହାସଂଘ। ମୃତ ଡ୍ରାଇଭରଙ୍କ ପରିବାରକୁ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଆର୍ଥିକ ସହାୟତା ସହିତ ଆଗମୀ ଦିନରେ ସରକାରୀ ଜନ କଲ୍ୟାଣ ଯୋଜନା ପକ୍ଷରୁ ସହାୟତା ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି।ଏଭଳି ମାନବିକତା ପରିଚୟ ସୃଷ୍ଟି କରି ପାରିଛନ୍ତି କନ୍ଧମାଳ ଜିଲ୍ଲାର ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ଓଡିଶା ଡ୍ରାଇଭର ମହାସଂଘ।ସୂଚନା ମୁତାବକ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି , ୨୧/୧୦ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଥିବା ବେତାଗୁଡ଼ା ସ୍ଥିତ ସଶସ୍ତ୍ର ରିଜର୍ଭ ପୋଲିସ ପଡିଆ ଠାରେ ଆଜି ଗଜପତି ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ୬୬ ତମ ପୋଲିସ ଶହୀଦ ସ୍ମୃତି ଦିବସ-୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗ ଦେଇ କର୍ତ୍ତବ୍ୟ ସମୟରେ Continue Reading
Top Stories
BY AKSHYA ROUT JAJPUR , OCT 21 :  The 66th Police Commemoration Day was solemnly observed at the Panikoili Police Headquarters In Jajpur  with  Superintendent of Police (SP)  Yashpratap Shrimal serving as the chief guest.Sp Shrimal paid floral tributes and led a moment of remembrance for the brave police personnel who laid down their lives […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୨୧/୧୦ : ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ ଅଲ ଓଡ଼ିଶା ଚେସ ଆସୋସିଏସନର ମିଳିତ ଆନୁକୂଲ୍ୟ ତଥା କେସି କ୍ଳବର ପ୍ରତ୍ୟକ୍ଷ ସହଯୋଗରେ ଚାଲିଥିବା ନୟାଗଡ଼ ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ-୨୦୨୫ ଉଦଯାପିତ ହୋଇଯାଇଛି।ଏଥିରେ ଜୁନିଅର ବିଭାଗରେ ସ୍ୱୟଂ ପ୍ରକାଶ ସାହୁ ସର୍ବାଧିକ ପଏଣ୍ଟ ପାଇ ଚାମ୍ପିୟନ ହୋଇଥିବା ବେଳେ ସିନିଅର ବିଭାଗରେ ଜିତେନ୍ଦ୍ର କୁମାର ଦାସ ଚମ୍ପିୟାନ ହୋଇଛନ୍ତି।ଦୁଇଦିନିଆ ଏହି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୧୦ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ କେ.ସୀତାପୁର ପଂଚାୟତ କାର୍ଯ୍ୟାଳୟ ପରିସରରେ ଶ୍ରୀ ଅର୍ଣ୍ଣ ଅଭିଯାନ/ଓଡିଶା ମିଲେଟ ମିଶନ , ଗଜପତି’ର ଆର୍ଥିକ ସହାୟତାରେ ଓ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସି.ସି.ଡି ,ପାରଳାଖେମୁଣ୍ଡି ଦ୍ୱାରା ମାଣ୍ଡିଆ ଜାତୀୟ ଖାଦ୍ୟ ର ସ୍ୱାସ୍ଥ୍ୟ ଉପକାରିତା କୁ ନେଇ ଏକ ସଚେତନତା ରଥ’ର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ସଚେତନତା Continue Reading
Odisha News
ଭୁବନେଶ୍ୱର. ୨୧/୧୦ : ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ପ୍ରବଳ ବର୍ଷା ପାଇଁ ପ୍ରଶାସନ ଆର୍ଲଟ ରହିଛି। ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ସମସ୍ତ ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜସ୍ବ ଓ ବିପର‌୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି।ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଆହୁରି କହିଛନ୍ତି ଯେ ବିଦେଶୀ ପାଣିପାଗ ମଡେଲ ଓ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ Continue Reading
Odisha News
ଓଡ଼ିଶା, ୨୧/୧୦ : କିଛି ବର୍ଷ ପୂର୍ବରୁ ପୋଲିସ ସହିଦମାନଙ୍କର ତାଲିକା ସଂଖ୍ୟା ବହୁତ ଲମ୍ବା ରହୁଥିଲା । ବର୍ତ୍ତମାନ ପରିସ୍ଥିତିରେ ଦେଶରେ ସହିଦମାନଙ୍କ ସଂଖ୍ୟା ବହୁ ମାତ୍ରାରେ ହ୍ରାସ ଘଟିଛି ।ଦେଶର ସମସ୍ତ ସୁରକ୍ଷା ବାହିନୀ ତଥା ପୋଲିସ କର୍ମଚାରୀଙ୍କର ଅକ୍ଲାନ୍ତ ପରିଶ୍ରମ ଓ ସାହସ ଦ୍ୱାରା ଏହା ସମ୍ଭବ ହୋଇପାରିଛି ବୋଲି ମତବ୍ୟକ୍ତ କରିଛନ୍ତି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ।ମଙ୍ଗଳବାର ପୂର୍ବାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟ Continue Reading