ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨୦/୭: ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ୬୭ତମ ବିଦ୍ୟାରମ୍ଭ ସାମ୍ବତ୍ସରିକ ଉତ୍ସବ ଓ ବନ ମହୋତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି।ମୈତ୍ରୀ ଭବନ ପରିସରରେ ମହାବିଦ୍ୟାଳୟ ଅଧ୍ୟକ୍ଷା ଡ.ପୂର୍ଣ୍ଣିମା ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ପରିଚାଳନା ସମିତି ସଭାପତି ତଥା ପୂର୍ବତନ ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ମୁଖ୍ୟ ଅତିଥି , ମୁଖ୍ୟ ପରାମର୍ଶଦାତା ପୂର୍ବତନ କୁଳପତି ମେଜର କ୍ଷୀରୋଦ ପ୍ରସାଦ Continue Reading




