Home Posts tagged ODISHA (Page 69)
Odisha News
ଭୁବନେଶ୍ୱର, ୧୯/୧୦ : ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଅନୁଯାୟୀ, ଅକ୍ଟୋବର ୨୧ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ବିଭିନ୍ନ ଜିଲା ପାଇଁ ଆଗାମୀ ତିନି ଦିନ ବର୍ଷା ଓ ବଜ୍ରପାତ ସତର୍କତା ଜାରି କରାଯାଇଛି।ରବିବାରର ମଧ୍ୟାହ୍ନ ବୁଲେଟିନ୍‌ରେ ଆଇଏମ୍‌ଡି ସୂଚନା ଦେଇଛି ଯେ ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି Continue Reading
Odisha News
ଭୁବନେଶ୍ୱର,୧୯/୧୦: ଛାତ୍ରୀମାନେ ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ପାଉଛନ୍ତି କି? କୌଣସି ମହିଳାଙ୍କୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କଠାରୁ ୧୮ ହଜାର କିମ୍ବା ଏହାଠାରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ମିଳୁଛି କି? ଯଦି ଆପଣ ଏପରିକି ସରକାରୀ ସହାୟତା ପାଉଥିବେ ତେବେ ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିବେ।‘ସୁଭଦ୍ରା ଯୋଜନା’ର ଏହି ଗାଇଡ୍‌ଲାଇନ୍ ଅନୁଯାୟୀ ଅଯୋଗ୍ୟ ଚିହ୍ନଟ ଲାଗି ମହିଳା ଓ ଶିଶୁ କଲ୍ୟାଣ ବିଭାଗ ନିର୍ଦ୍ଦେଶିକା ମୋନିସା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୮/୧୦ : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମଗ୍ର ଶିକ୍ଷା ଖୋର୍ଦ୍ଧା ଆନୁକୂଲ୍ୟରେ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ପକ୍ଷରୁ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାକୁ ନେଇ କ୍ଷେତ୍ରସ୍ତରୀୟ କଳା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ବିଜେବି ହାଇସ୍କୁଲ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ମୋଟ୍ ୧୨୬ ଜଣ ଛାତ୍ରୀଛାତ୍ର ଯୋଗଦେଇ ୧୨ ଟି ବିଭାଗରେ ଅଂଶଗ୍ରହଣ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୮/୧୦ : (ଶନିବାର) ଦିନ ଦିବା ୧୧.୩୦ ମିନିଟ ସମୟରେ ବୌଦ୍ଧ ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଭାସୀ ମାଧ୍ୟମରେ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ ହୋଇ ଯାଇଛି ।ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମ ସ୍ଥଳରୁ ଆଭାସୀ ମାଧ୍ୟମରେ ଓଡିଶା ର ମୁଖ୍ୟ ମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଶୁଭାରମ୍ଭ କରିଥିଲେ ।ବୌଦ୍ଧ ଠାରେ ଅନୁଷ୍ଠିତ ଜିଲାସ୍ତରୀୟ କାର‌୍ୟ୍ୟକ୍ରମରେ ଜିଲ୍ଲାପାଳ, ବୌଦ୍ଧ ଶ୍ରୀଯୁକ୍ତ ବିଭୁତି Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କୁ ରିପୋର୍ଟନୟାଗଡ଼,୧୮/୧୦ : ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ, ଅଲ ଓଡ଼ିଶା ଚେସ ଆସୋସିଏସନ ଏବଂ କେସି କ୍ଲବର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ସ୍ଥାନୀୟ କେସି କ୍ଲବଠାରେ ଉଦଘାଟିତ ହୋଇଯାଇଛି।ପୂର୍ବତନ କନ୍ଧମାଳ ସାଂସଦ ତଥା ନୟାଗଡ଼ର ବିଶିଷ୍ଟ ନାରୀନେତ୍ରୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦାନ ପୂର୍ବକ ପ୍ରଦୀପ ପ୍ରଜ୍ବଳନ କରି ବିଧିବଦ୍ଧ ଭାବେ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୧୦: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଠାରେ ଚାଲିଥିବା ୪୬ତମ ଆନ୍ତଃ ମହାବିଦ୍ୟାଳୟ ପୁରୁଷ ଓ ମହିଳା ଚେସ ପ୍ରତିଯୋଗିତାରେ ବାଲିଗୁଡା ଆଦିବାସୀ ମହାବିଦ୍ୟାଳୟର ଦୁଇ ଛାତ୍ରୀ କୃତିତ୍ୱ ହାସଲ କରି ଫେରିଛନ୍ତି।ମହାବିଦ୍ୟାଳୟର କ୍ରୀଡା ଶିକ୍ଷକ ଗଙ୍ଗାଧର ପଣ୍ଡା ଙ୍କ ନେତୃତ୍ୱରେ ଏଠାରୁ ଯାଇଥିବା ଯୁକ୍ତ ତିନି କଳା ଶେଷ ବର୍ଷର ଛାତ୍ରୀ ନିର୍ମିତା ପ୍ରଧାନ ପ୍ରତିଯୋଗିତାରେ ପ୍ରଥମ ହୋଇଥିବାବେଳେ ଯୁକ୍ତତିନି କଳା Continue Reading
Odisha News
ଭୁବନେଶ୍ୱର, ୧୮/୧୦: ଡିମାର୍କେସନ ପାଇଁ ଆଉ ବାରମ୍ବାର ତହସିଲ ଦୌଡିବାକୁ ପଡ଼ିବନି କିମ୍ବା କାହାକୁ ହାତଗୁଞ୍ଜା ଦେବାକୁ ପଡିବନି । ଆଉ ମାସ ମାସ ବି ସମୟ ଗଡିବନି। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ।ରାଜସ୍ୱ ବିଭାଗ ଅଧିକାରୀଙ୍କ ଦୁଇଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ କୁହାଯାଇଛି , ଜମି ଡିମାର୍କେସନ ପାଇଁ ଅନଲାଇନରେ ଆବେଦନ କଲେ ଏଣିକି ତାରିଖ ମିଳିବ। ସେହିଦିନ ତହସିଲ ଅଧିକାରୀ, ଅମିନ ଓ ପୋଲିସ ଆସି ଆପଣଙ୍କ ଜମିର Continue Reading
Odisha News
ଓଡ଼ିଶା, ୧୮/୧୦ : ଦୀପାବଳିକୁ ନେଇ ତାରିଖ ଦ୍ଵନ୍ଦ୍ଵ ଭିତରେ ଅତିରିକ୍ତ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଦୀପାବଳି ପାଇଁ ସରକାର ଅକ୍ଟୋବର ୨୦ ତାରିଖ ସୋମବାରକୁ ଅତିରିକ୍ତ ଛୁଟି ଘୋଷଣା କରିଛନ୍ତି । ଏନେଇ ଓଡ଼ିଶା ସରକାରଙ୍କ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି ।ଫଳରେ ସରକାରୀ କର୍ମଚାରୀ ଦୁଇ ଦିନ ଛୁଟି ପାଇବେ । ରାଜ୍ୟ ସରକାରଙ୍କ ପୂର୍ବ ନିର୍ଦ୍ଧାରିତ କ୍ୟାଲେଣ୍ଡର ଅନୁସାରେ, ୨୧ ତାରିଖରେ […]Continue Reading
Business News Top Stories
The move sets a benchmark in sustainable water management By Subrat Sarangi Bhubaneswar, Oct. 18: Aditya Aluminium, a unit of Hindalco Industries Limited at Sambalpur, has achieved a significant sustainability milestone with the commissioning of a state-of-the-art 200 KLD Zero Liquid Discharge (ZLD) Plant featuring advanced Mechanical Vapour Recompression (MVR) technology. Continue Reading
Odisha News
ଭୁବନେଶ୍ବର , ୧୮/୧୦ : ଦୀପାବଳିରେ ଭୁବନେଶ୍ୱରରେ ରାତି ୯ଟା ପରେ ବାଣଫୁଟା ବନ୍ଦ। ଏନେଇ ଭୁବନେଶ୍ୱର ଡିସିପି ଜଗମୋହନ ମୀନା କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଉଚ୍ଚ ଶଦ୍ଦ ସଂପନ୍ନ ବାଣ ଫୁଟାଇଲେ କଡ଼ା କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସମସ୍ତଙ୍କୁ ସବୁଜ ବାଣ ଫୁଟାଇବା ପାଇଁ ପୋଲିସ ଅନୁରୋଧ କରିଛି। ମଦ ପିଇ ଗାଡ଼ି ଚଳାଇଲେ ଚାଳକ ଅଟକ ରହିବେ ବୋଲି କୁହାଯାଇଛି। ଗାଡ଼ିକୁ ଜବତ କରି ନେଇଯିବ ପିସିଆର ଭ୍ୟାନ୍ । ସବୁ ଥାନାରେ […]Continue Reading