ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୫ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଅଧିନସ୍ଥରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ଆଜି ପାରଳାଖେମୁଣ୍ଡି ପୌର ପରିଷଦ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଏକ ସାମାଜିକ ପ୍ରଭାବ ଆକଳନ ସମ୍ଭନ୍ଧୀୟ ଜନଶୁଣାଣି କାର୍ଯ୍ୟକ୍ରମ ପାରଳାଖେମୁଣ୍ଡି ସ୍ଥିତ ରାସ୍ତା ଓ କୋଠାବାଡ଼ି ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଆୟୋଜକତ୍ୱରେ ଜିଲ୍ଲା ପ୍ରଶାସନ ଓ ନବକୃଷ୍ଣ କୃଷ୍ଣ ଚୌଧରୀ ଉନ୍ନୟନ ଗବେଷଣା କେନ୍ଦ୍ର ଭୁବନେଶ୍ୱର Continue Reading




