Home Posts tagged ODISHA (Page 76)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୧୦ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ପୋଷଣ ମାସ ୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଗତ ତା:-୧୭ ସେପ୍ଟେମ୍ବର ଠାରୁ ଚଳିତ ମାସର ୧୬ ତାରିଖ ପର୍ଯ୍ୟନ୍ତ ପୋଷଣ ମାସ ପାଳନ ଅବସରରେ ଜିଲ୍ଲାର ବିଭିନ୍ନ ଅଙ୍ଗନବାଡି ଓ ସେକ୍ଟର ମାନଙ୍କରେ ମାସ ବ୍ୟାପି ବିଭିନ୍ନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୧୧/୧୦ : (ଶୁକ୍ରବାର) ସନ୍ଧ୍ୟା ୭ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ସ୍ବାସ୍ଥ୍ୟ ଓ ଶିଶୁ ବିକାଶ ବିଭାଗର ମିଳିତ ଏକାଭିମୁଖୀ ବୈଠକ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସଂଘମିତ୍ରା ପଣ୍ଡା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୧୧/୧୦ : (ଶୁକ୍ରବାର) ସନ୍ଧ୍ୟା ୭ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ସ୍ବାସ୍ଥ୍ୟ ଓ ଶିଶୁ ବିକାଶ ବିଭାଗର ମିଳିତ ଏକାଭିମୁଖୀ ବୈଠକ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସଂଘମିତ୍ରା ପଣ୍ଡା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୦/୧୦: ଆଜି ପୂର୍ବାହ୍ନରେ ଯାଜପୁର ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ୨୦୨୫ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଶ୍ରୀମତୀ ରୂପାଲି ପ୍ରିୟଦର୍ଶିନୀଙ୍କ ଅଧ୍ୟକ୍ଷତାରେ ଗୌତମ ବୁଦ୍ଧ ସଂସ୍କୃତି ଭବନ ଯାଜପୁର ଠାରେ ଅନୁଷ୍ଠିତ ହୋଇଯାଇଅଛି।ଉକ୍ତ ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ସମସ୍ତଙ୍କୁ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୦/୧୦ : ଜିଲ୍ଲା ଦୌରା ଜଜ ତଥା ଆଇନ ସେବା ପ୍ରାଧିକରଣ ଅଧକ୍ଷ, ଆନନ୍ଦ ନାରାୟଣ ମହାରଣା ଙ୍କ ନିର୍ଦେଶ ରେ ସଚିବ, ଅଞ୍ଜଳି ମଛଖଣ୍ଡ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ନୟାଗଡ଼ ଜିଲ୍ଲା କାରାଗାର ର ଅନ୍ତେବାସୀଙ୍କୁ ନେଇ କାରାଗାର ପରିସରରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇ ଯାଇଛି ।ପ୍ରାରମ୍ଭରେ ଜିଲ୍ଲା ଆଇନ ସେବା ପ୍ରାଧି କରଣ କର୍ମଚାରୀ ପବନ କୁମାର ବେହେରା ଅତିଥି ମାନଙ୍କ ପରିଚୟ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୦/୧୦ : ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ନୂତତ ସମ୍ମିଳନୀ କକ୍ଷରେ ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା କମିଟି ବୈଠକ ମାନ୍ୟବର ସାଂସଦ, ଭୁବନେଶ୍ୱର, ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି ।ଉକ୍ତ ବୈଠକରେ ମାନ୍ୟବର ବିଧାୟକ, ବେଗୁନିଆ ଶ୍ରୀଯୁକ୍ତ ପ୍ରଦୀପ କୁମାର ସାହୁ, ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜ, ବନଖଣ୍ଡ ଅଧିକାରୀ, ଖୋର୍ଦ୍ଧା ଶ୍ରୀ ଲାଡେ ଗଜାନନ ଦୟାନନ୍ଦ, Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୦/୧୦ : କୋରେଇ ବିଧାୟକ ଶ ଆକାଶ ଦାସନାୟକଙ୍କ କରକମଳରେ ବ୍ୟାସନଗର ପୌରପରିଷଦରେ ୨ ଗୋଟି ରାସ୍ତାର ଉନ୍ନତିକରଣ ନିମନ୍ତେ ଶୁଭ ଭିତିପ୍ରସ୍ତର ସ୍ଥାପନ କରିଥିଲେ । ବ୍ୟାସନଗର ପୌରପରିଷଦ ରୟାଲ କଳିଙ୍ଗ ଛକ ଠାରେ ଏହି ଶିଳାନ୍ୟାସ କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।କହ୍ନେଇପୁର ଠାରୁ ନହକା ଭାୟା ଚାନ୍ଦମା ହିଙ୍ଗୁଳା ରାସ୍ତାର ଉନ୍ନତିକରଣ, ଅଟକଳ ପରିମାଣ – ୪୬ ଲକ୍ଷ ଟଙ୍କା, ଦମକଳ କେନ୍ଦ୍ର ଠାରୁ ସୋବ୍ରା ବ୍ରିଜ୍ Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୧୦/୧୦: ସାମାଜିକ ଦାୟିତ୍ଵବୋଧତା କ୍ଷେତ୍ରରେ ଆଉ ଏକ ଉଲ୍ଲେଖନୀୟ ଅଧ୍ୟାୟ ଯୋଡ଼ିଛି ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ) । ଟିପିଏନଓଡିଏଲ ପକ୍ଷରୁ ଟାଟା ପାୱାର ‘ପେ ଅଟେନସନ’ ପ୍ରୋଗ୍ରାମ ଅଧୀନରେ ଦିବ୍ୟାଙ୍ଗମାନଙ୍କୁ ୬ଟି ବ୍ୟାଟେରୀ ଚାଳିତ ତିନି ଚକିଆ ଗାଡି ପ୍ରଦାନ କରାଯାଇଛି। ଯାହାକି ସେମାନଙ୍କ ନିତିଦିନିଆ ଜୀବନଯାପନ ଶୈଳୀକୁ ସରଳ Continue Reading
Odisha News
କଟକ , ୧୦/୧୦ : ସୋସିଆଲ୍ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ ସିପିଙ୍କ କଡ଼ା ଚେତାବନୀ । ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜୁ କରାଯିବ କହିଲେ ପୋଲିସ କମିଶନର । ଦରଘା ବଜାର ଓ କଦମ ରସୁଲରେ ପୋଲିସର ଫ୍ଲାଗମାର୍ଚ୍ଚ ।କଟକ ସହର ସାରା ପୋଲିସ ମୁତୟନ ଅଛନ୍ତି, ସ୍ଥିତି ସ୍ବାଭାବିକ ଅଛି । ତଥାପି କିଛି ଲୋକ ସୋସିଆଲ ମିଡିଆରେ ବିଭ୍ରାନ୍ତ ତଥ୍ୟ ରଖୁଛନ୍ତି । ସୋସିଆଲ ମିଡିଆରେ ବିଭ୍ରାନ୍ତ ତଥ୍ୟ ରଖୁଛନ୍ତି, […]Continue Reading
Odisha News
ରାଜନଗର, ୧୦/୧୦ : ସମୁଦ୍ରକୁ ମାଛ ମାରିବାକୁ ଯାଇଥିବା ବେଳେ ଘଟିଲା ଅଘଟଣ। ସତଭାୟା ସମୁଦ୍ରରେ ବୁଡ଼ିଲା ବୋଟ। ଅଳ୍ପକେ ବର୍ତ୍ତିଲେ ୮ ମତ୍ସ୍ୟଜୀବୀ। ସମସ୍ତଙ୍କୁ ଉଦ୍ଧାର କରାଯାଇ ସୁରକ୍ଷିତ ସ୍ଥାନରେ ଛଡାଯାଇଛି। ତେବେ ବୋଟଟି ଭଦ୍ରକ ଅଞ୍ଚଳର ଆସିଥିବା ନେଇ ସୂଚନା ମିଳିଛି।ସୂଚନା ଅନୁସାରେ, ଗୁରୁବାର ବିଳମ୍ବିତ ରାତିରେ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ତାରିଣୀ -୨ ବୋଟ୍ ଟି ସମୁଦ୍ରକୁ ମାଛ ମାରିବା ପାଇଁ ଯାଇଥିଲା।ଏହି ସମୟରେ ହଠାତ ବୋଟଟି ଭାରସାମ୍ୟ ହରାଇ Continue Reading