ନୂଆପଡ଼ା, ୪/୧୧: ନୂଆପଡ଼ାରେ ଯାଞ୍ଚ ହୋଇଥିଲା ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବିମାନ । ନବୀନଙ୍କ ବିମାନ ଏବଂ ହେଲିକପ୍ଟରକୁ ଯାଞ୍ଚ କରିଥିଲେ ନିର୍ବାଚନ କମିଶନ ।ଆଦର୍ଶ ଆଚରଣବିଧି ଅନୁସାରେ ବିମାନ ଏବଂ ହେଲିକପ୍ଟର ଯାଞ୍ଚ ହୋଇଥିବା ସୂଚନା ମିଳିଛି । ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ସାମିଲ ହେବାକୁ ଯାଇଥିବା ବେଳେ ନିର୍ବାଚନ ଆଚରଣବିଧି ଅଧାରରେ ଅନୁଧ୍ୟାନ କରିଥିଲେ ଅଧିକାରୀ । ଏ ନେଇ ନୂଆପଡ଼ା ଜିଲ୍ଲାପାଳ ମଧ୍ୟ ‘ଏକ୍ସ’ରେ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୩/୧୧ : ଆଜି ପୂର୍ବାହ୍ନରେ ଜିଲ୍ଲାସ୍ତରୀୟ ଜନଶୁଣାଣି ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି ।ଜିଲ୍ଲାପାଳ ଶ୍ରୀ ଋତୁରାଜ କହିଲେ ଯେ ପଲ୍ଲୀରେ ପ୍ରଶାସନ କାର୍ୟ୍ୟକ୍ରମ ଅନୁଷ୍ଠିତ ହେବା ଦ୍ବାରା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ସୁଫଳ ହିତାଧିକାରୀ ମାନଙ୍କୁ ବହୁ ମାତ୍ରାରେ ଉପଲବ୍ଧ ହେଉଛି Continue Reading
ଭୁବନେଶ୍ୱର/ନୂଆପଡ଼ା,୩/୧୧ : ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ଆସି ଆୟୋଜିତ ଏକ ସଭାରେ ଦମ୍ ଦେଖାଇଛନ୍ତି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୋହନ ସରକାରଙ୍କୁ କଡ଼ା ଟାର୍ଗେଟ୍ କରି ନବୀନ କହିଛନ୍ତି, ୧୬ ମାସର ଭାଜପା ସରକାର କାମରେ ଜିରୋ।ମିଶନ ଶକ୍ତି ମହିଳା ୮ ମାସ ହେଲା ଦରମା ପାଇନାହାନ୍ତି। ରାଜ୍ୟରେ ବିକାଶ ପୂରା ବନ୍ଦ। ସେମାନେ ଗେମ୍ ଚେଞ୍ଜର ନୁହନ୍ତି, ନେମ୍ ଚେଞ୍ଜର। ଆପଣଙ୍କ ସହ ଓ ବିଜେଡି ସହିତ ବେଇମାନି ହୋଇଛି। Continue Reading
ଭୁବନେଶ୍ୱର,୩/୧୧: ବିଜେଡିକୁ ପୁଣି ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର। ନବୀନଙ୍କ ନୂଆପଡ଼ା ଗସ୍ତ ପୂର୍ବରୁ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ହଲଚଲ ହୋଇଛି ରାଜନୀତି। ଶ୍ରୀମୟୀ ବିଜେଡିକୁ ଟାଇଟନିକ୍ ପରି ସମ୍ପୂର୍ଣ୍ଣ ବୁଡ଼ାଇବା ପାଇଁ ବିଶ୍ୱସ୍ତରୀୟ ଯୋଜନା କରାଯାଉଥିବା କହି ଟାର୍ଗେଟ କରିଛନ୍ତି। ନାଁ ନ ନେଇ ସୁଜାତା ପାଣ୍ଡିଆନଙ୍କୁ ଶକ୍ତି ନାନି କହି ବାଣ ମାରିଛନ୍ତି।ଖାଲି ଏତିକି ନୁହେଁ ଶ୍ରୀମୟୀ କହିଛନ୍ତି, ଶୁଣିବାକୁ ମିଳୁଛି ଶକ୍ତି ନାନୀ କୁଆଡ଼େ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼ , ୨/୧୧ : ଜିଲ୍ଲା ଓକିଲ ସଙ୍ଘ ସମୂହ ସଭାପତି, ସମ୍ପାଦକ ଏବଂ କାର୍ଯ୍ୟକର୍ତ୍ତାଙ୍କର ଗୁରୁତ୍ବପୂର୍ଣ୍ଣ ବୈଠକ ଜିଲ୍ଲା ଓକିଲ ସଙ୍ଘ ସଭାପତି ତଥା ବରିଷ୍ଠ ଆଇନଜୀବୀ ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ଦଶପଲ୍ଲା ସତସଙ୍ଗ ବିହାରଠାରେ ଅନୁଷ୍ଠିତ ହୋଇଯାଇଛି ।ରାଜ୍ୟ ବାର କାଉନସିଲ ସଭ୍ୟ ତଥା ଲୋକପ୍ରିୟ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ନିର୍ମମ ହତ୍ୟା ପ୍ରତିବାଦରେ ନିନ୍ଦା ପ୍ରସ୍ତାବ ନିଆଯାଇ ସାମ୍ପ୍ରତି ରାଜ୍ୟରେ ଆଇନଜୀବୀ Continue Reading
ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟମୁନିଗୁଡ଼ା , ୨/୧୧ : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ସ୍ନାତକ ମହାବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୫ ରାଜ୍ୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ସୌଜନ୍ୟ ଓ ମୁନିଗୁଡ଼ା ବ୍ଲକ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ଆୟୋଜନରେ ଅନୁଷ୍ଠିତ ହୋଇଯାଇଛି।ଏହି ମେଳାର ଚେୟାରମେନ ତଥା ସ୍ଥାନୀୟ ବିଡ଼ିଓ କୃଷ୍ଣଚନ୍ଦ୍ର ଦଳପତିଙ୍କ ସଭାପତିତ୍ବ ଏବଂ କୃଷି ବୈଷୟିକ ସହାୟକ ଉତ୍ତମ କୁମାର ଦାସଙ୍କ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୧୧ : ଗୋଷ୍ଟି ଜଙ୍ଗଲ , ବୃଦ୍ଧି ଓ ପରିଚାଳନା ପାଇଁ ଜନ ସଚେତନତା ଅଭିଯାନ ପରିପ୍ରେକ୍ଷୀରେ ଗଜପତି ଜିଲ୍ଲାରେ କାର୍ଯ୍ୟରତ ସ୍ବେଚ୍ଛାସେବୀ ଅନୁଷ୍ଠାନ , “ମହିଳା ବିକାଶ ପ୍ରତିଷ୍ଠାନ” ପକ୍ଷରୁ ଜିଲ୍ଲାର ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ଜିରାଙ୍ଗ ପଞ୍ଚାୟତର ରାଜୀବ ଗାନ୍ଧୀ ସେବାକେନ୍ଦ୍ର ଠାରେ ଜଙ୍ଗଲ ଗୋଷ୍ଟି ସୁରକ୍ଷା , ବୃଦ୍ଧି ଓ ପରିଚାଳନା ସମ୍ପର୍କିତ ବ୍ଲକସ୍ତରୀୟ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଛି Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨/୧୧ : ରବିବାର ଦିନ ଦିବା ୧୧ ଘଟିକା ସମୟରେ ବୌଦ୍ଧ ପୋଲିସ ପକ୍ଷରୁ ଟାଉନ ହଲ୍ ଠାରେ ସାଇବର ସୁରକ୍ଷା ଅଭିଯାନ ସଭା ଅନୁଷ୍ଠିତ ହୋଇଯାଇଛି । କଣ୍ଟାମାଳ ବିଧାୟକ କନ୍ହାଇ ଚରଣ ଡାଙ୍ଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସଭାକୁ ଉଦଘାଟନ କରିଥିଲେ ।ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨/୧୧ : ଆଜି ସକାଳେ ଖୋର୍ଦ୍ଧା ପୁଲିସ ଦ୍ୱାରା “ସାଇବର ସୁରକ୍ଷା ସଚେତନତା ୱାକାଥନ୍” ଆୟୋଜିତ କରାଯାଇଥିଲା। ଯାହାର ଉଦ୍ଦେଶ୍ୟ ଥିଲା ନାଗରିକମାନଙ୍କ ମଧ୍ୟରେ ସୁରକ୍ଷିତ ଓ ଦାୟିତ୍ୱପୂର୍ଣ୍ଣ ଅନଲାଇନ୍ ବ୍ୟବହାରକୁ ପ୍ରୋତ୍ସାହିତ କରିବା।ଏହି କାର୍ଯ୍ୟକ୍ରମ ଖୋର୍ଦ୍ଧା ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟରୁ ଆରମ୍ଭ ହୋଇ, ନୂଆ ବସଷ୍ଟାଣ୍ଡ ,ଖୋର୍ଦ୍ଧା ଜୁଡ଼ିସିଆଲ କୋର୍ଟ, ସମବାୟ ଛକ,ପୁରୁଣା Continue Reading
ଭୁବନେଶ୍ୱର,୨/୧୧: ରାଜ୍ୟରେ ପିଡିଏସ୍ ହିତାଧିକାରୀଙ୍କ ପାଇଁ ଆଧାରଯୁକ୍ତ ର-କଣଉ ଅବଧିକୁ ସରକାର ଆଉ ଦୁଇ ମାସ ବୃଦ୍ଧି କରିଛନ୍ତି। ଏହି ଅବଧି ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଯେଉଁ ହିତାଧିକାରୀମାନେ ଏପର୍ଯ୍ୟନ୍ତ e-KYC କରାଇ ନାହାନ୍ତି, ସେମାନେ ବର୍ଦ୍ଧିତ ସମୟ ଭିତରେ ନିକଟସ୍ଥ ରାସନ କାର୍ଡ ପରିଚାଳନା କେନ୍ଦ୍ରରେ ଆଧାରଯୁକ୍ତ ର-କଣଉ କରାଇବାକୁ ପରାମର୍ଶ ଦିଆଯାଇଛି। ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ Continue Reading




