ଭୁବନେଶ୍ୱର, ୨୨/୯ : ସପ୍ତଦଶ ବିଧାନସଭାର ମୌସୁମୀ ଅଧିବେଶନରେ ଅଚଳାବସ୍ଥା ଜାରି ରହିଛି । ସୋମବାର ମଧ୍ୟ ପ୍ରଶ୍ନୋତ୍ତର କାଳ ଧୋଇଯାଇଛି । ବିରୋଧୀ ସଦସ୍ୟଙ୍କ ହଙ୍ଗାମା ଯୋଗୁଁ ବାଚସ୍ପତି ସୁରମା ପାଢ଼ୀ ଗୃହ କାର୍ୟ୍ୟକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି ।ମୌସୁମୀ ଅଧିବେଶନର ଆଜି ଚତୁର୍ଥ ଦିନ ଥିଲା । ଆଜି ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଛି । ପ୍ରଶ୍ନୋତ୍ତର କାଳରେ ଉଭୟ ବିରୋଧୀ ହଙ୍ଗାମା କରିଛନ୍ତି । ମୁଖ୍ୟ ବିରୋଧୀ ବିଜେଡ଼ି […]Continue Reading




