
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୩୦/୪: ପ୍ରଧାନମନ୍ତ୍ରୀ ଧରିତ୍ରୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ ଯୋଜନାରେ ଖୋର୍ଦ୍ଧା ବ୍ଲକର ୩ଟି ଗ୍ରାମରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ୨୫ ଟି ସରକାରୀ ଯୋଜନା ତୁରନ୍ତ କାର୍ଯ୍ୟକାରୀ କରାଯିବ ।ଏନେଇ ଆଜି ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ବ୍ରହ୍ମପୁରା ଗ୍ରାମରେ ଏକ ଜରୁରୀ ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି । ଖୋର୍ଦ୍ଧା,ଗୋଷ୍ଠୀ ଉନ୍ନୟନ ଅଧିକାରୀ କ୍ଷୀରାବ୍ଧୀ ତନୟା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ Continue Reading