Home Posts tagged ODISHA (Page 9)
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୧୦ : ଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ଆର: ସୀତାପୂର-ଆଲୁରୀ ନଗର ଠାରେ ଥିବା ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ ପ୍ରଯୁକ୍ତି ଓ ପରିଚାଳନା (ସିୟୁଟିଏମ) ପରିସରରେ “ମୂଳ ଇଞ୍ଜିନିୟରିଂ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତ୍ତା (ଏ ଆଇ) ଓ ମେସିନ୍ ଲର୍ଣ୍ଣିଂର ପ୍ରୟୋଗ” ଶୀର୍ଷକ ଦୁଇ ସପ୍ତାହିଆ ଅଧ୍ୟାପକ ବିକାଶ କାର୍ଯ୍ୟକ୍ରମ (ଏଫଡ଼ିପି)ର ଉଦ୍‌ଯାପନୀ ସମାରୋହ ଆଜି ୧୦/୧୦/୨୦୨୬ ରେ ଅନୁଷ୍ଠିତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୯/୧୦ : ଦୀର୍ଘ ୪୬ ବର୍ଷର ଅପେକ୍ଷାର ଅନ୍ତ। ପ୍ରଥମଥର ପାଇଁ ଛାତ୍ର ସଂସଦ ନିର୍ବାଚନକୁ ନେଇ ଚଳଚଞ୍ଚଳ ହୋଇଉଠିଛି କନ୍ଧମାଳ ଜିଲ୍ଲାର ସର୍ବପୁରାତନ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟ ପରିସର। ନିର୍ବାଚନୀ ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟ ନାମାଙ୍କନ ଶେଷ ହୋଇଥିବାବେଳେ ମୋଟ ୮ଟି ପଦବୀ ପାଇଁ ୪୦ ଜଣ ଛାତ୍ରଛାତ୍ରୀ ପ୍ରାର୍ଥୀ ହୋଇଛନ୍ତି।ଏଥିମଧ୍ୟରେ ସଭାପତି ପଦ ପାଇଁ ସର୍ବାଧିକ ୧୦ ଜଣ ନାମାଙ୍କନ ଦାଖଲ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୧୦ : ବୌଦ୍ଧ ଦୀର୍ଘଦିନର ପ୍ରତୀକ୍ଷାପରେ ରାଜ୍ୟସରକାର ଛାତ୍ରସଂସଦ ନିର୍ବାଚନ ଘୋଷଣା କରିଥିବା ବେଳେ ପୂର୍ବରୁ ବିଜୁ ଜନତା ଦଳ ଯାହା ଆକଳନ କରିଥିଲାଆଜି ତାହା ସତ୍ୟରେ ପ୍ରମାଣିତ ହୋଇଛି । ସମ୍ଭାବ୍ୟ ପରାଜୟ ଭୟରେ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ରେ ଶାସକ ଦଳର ଚାପରେ କଲେଜ କର୍ତ୍ତ୍ତୃପକ୍ଷ ଅନୈତିକ ଭାବେ ସମସ୍ତ ପ୍ରତୀଦ୍ୱନ୍ଦୀଙ୍କ ନାମାଙ୍କନ ପତ୍ରକୁ ଖାରଜ କରିଛନ୍ତି ଏହାକୁ ବିଜୁ ଛାତ୍ର ଜନତାଦଳ ପକ୍ଷରୁ ଅଂଶୁମାନ Continue Reading
Top Stories
By Prakash Panigrahi Berhampur/Odisha,Oct 9 : TP Southern Odisha Distribution Limited (TPSODL) flagged off an E-Vehicle at its PanchmangalamDhoopbatti Centre located in Panchama Village, Rangeilunda Block, to support the marketing and distribution of eco-friendly incense sticks made by women members of a Self-Help Group (SHG). Established by TPSODL, the centre empowers Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୧୦ : ଗଜପତି ଜିଲ୍ଲାରେ ତ୍ରୁଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ସର୍ଭେ କାର୍ଯ୍ୟକୁ ସୁବ୍ୟବସ୍ଥିତ ଓ ସଠିକ୍ ଭାବେ ସମ୍ପାଦନ କରିବା ଉଦ୍ଦେଶ୍ୟରେ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ମୁଖ୍ୟ ପ୍ରଶିକ୍ଷକ ମାନଙ୍କ ଏକ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଆୟୋଜିତ ଏହି ପ୍ରଶିକ୍ଷଣ Continue Reading
Odisha News
ସମ୍ବଲପୁର,୯/୧୦: ଥମିବାର ନାଁ ନେଉନି ହାତୀ-ମଣିଷ ଲଢ଼େଇ । ମୁହାଁମୁହିଁ ହେଉଛନ୍ତି ହାତୀ ଆଉ ମଣିଷ । ହାତୀ ଆକ୍ରମଣରେ ଯାଉଛି ଅନେକଙ୍କ ଜୀବନ । କାହା ପରିବାର ବେସାହାରା ହେଉଛି ତ ଆଉ କାହା ପରିବାରରେ ଦୁଃଖର ବାଦଲ ଛିଡ଼ି ପଡ଼ୁଛି । ଶୁକ୍ରବାର ମଧ୍ୟ ରାଜ୍ୟର ଦୁଇଟି ସ୍ଥାନରେ ହାତୀ ଆକ୍ରମଣରେ ଯାଇଛି ଜୀବନ ।ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବନାଞ୍ଚଳ ସଇଡା ଗାଁରେ ହାତୀ ଆତଙ୍କ ଦେଖାଦେଇଥିବା ବେଳେ ଜଣଙ୍କ ଜୀବନ ନେଇଛି ହାତୀ […]Continue Reading
Odisha News
ସୁନ୍ଦରଗଡ଼ ୧୦/୯ : ଭିଜିଲାନ୍ସ ଜାଲରେ ପ୍ରକଳ୍ପ ନିର୍ଦ୍ଦେଶକ । ସୁନ୍ଦରଗଡ଼ ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ତଥା ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ପ୍ରସନ୍ନ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି ।ଖବର ଅନୁଯାୟୀ, ଶୁକ୍ରବାର ସକାଳୁ ସକାଳୁ ସୁନ୍ଦରଗଡ଼ ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ Continue Reading
Odisha News
ଭଦ୍ରକ, ୯/୧୦ : ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟର କ୍ୟାମ୍ପସ୍‌ଗୁଡ଼ିକରେ ନିର୍ବାଚନୀ ଉଷ୍ମତା ଦେଖାଦେଇଛି। ଆଠ ବର୍ଷ ବ୍ୟବଧାନରେ ହେଉଥିବା ଏହି ନିର୍ବାଚନ ପାଇଁ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଉତ୍ସାହ ଥିବା ବେଳେ ଅନେକ କଲେଜରେ ଏହାରି ମଧ୍ୟରେ ଗଣ୍ଡଗୋଳଜନିତ ଖବର ଆସିଛି। ନିର୍ବାଚନ ପୂର୍ବରୁ ବିଶୃଙ୍ଖଳା ଦେଖାଯାଉଥିବା କଲେଜଗୁଡ଼ିକ ଉପରେ ସ୍ଥାନୀୟ ପ୍ରଶାସନ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି। ଏହି କ୍ରମରେ ଭଦ୍ରକ ମହିଳା କଲେଜ ଏବଂ ଭଣ୍ଡାରୀ ନାଆମି କଲେଜ Continue Reading