Home Posts tagged ODISHA (Page 91)
Top Stories
By Subrat Sarangi Paradeep, June 6 : In a strategic initiative to build capability of its employees and associates, ArcelorMittal Nippon Steel India (AM/NS India) has inaugurated Learning and Development Centre (L&D Centre) at the Paradeep Pellet Plant complex. The centre will serve as a catalyst for capability building and professional growth of its employees […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୬ : ବିଶ୍ୱ ପରିବେଶ ଦିବସ–୨୦୨୬ ଅବସରରେ \”ଜଳବାୟୁ ପଦକ୍ଷେପ\” ପ୍ରସଙ୍ଗକୁ ନେଇ ଆଜି ବୌଦ୍ଧ ଜିଲ୍ଲା ପ୍ରଶାସନ ଏବଂ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ମିଳିତ ଆନୁକୂଲ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହରେ ଏକ ଜିଲ୍ଲାସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ସଭା ଆରମ୍ଭରେ ଜିଲ୍ଲା ବନଖଣ୍ଡ ଅଧିକାରୀ ରାଜେନ୍ଦ୍ର ଗୋଛାୟତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୬ : ବିଶ୍ୱ ପରିବେଶ ଦିବସ-୨୦୨୬ ପାଳନ ଅବସରରେ ପାରଳାଖେମୁଣ୍ଡି ଠାରେ ଥିବା ଆଇ:ଏସ:ଆର:ଡି: “ସଖୀ ୱାନ ଷ୍ଟପ ସେଣ୍ଟର”, ଗଜପତି ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଗଜପତି’ଙ୍କ ମିଳିତ ଆନୁକୂଳ୍ୟରେ ରାମଲିଙ୍ଗେଶ୍ୱର ମନ୍ଦିର, ପାରଳାଖେମୁଣ୍ଡି ଠାରେ ସଚେତନତା , ସ୍ୱଚ୍ଛତା ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ସେହିପରି ଗୋଷାଣୀ ବ୍ଲକ ଅନ୍ତର୍ଗତ ବି. ସୀତାପୁର ଅଙ୍ଗନୱାଡି କେନ୍ଦ୍ର Continue Reading
Odisha News
ଭଦ୍ରକ, ୫/୬ : ସ୍କୁଲ୍‌ର ସ୍ୱୀକୃତି ପ୍ରମାଣପତ୍ର (Recognition Certificate) ପ୍ରଦାନ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ଦାବି କରି ଶେଷରେ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ଭଦ୍ରକ ଜିଲ୍ଲା ଶିକ୍ଷା ଅଧିକାରୀ (DEO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ଶ୍ରୀକାନ୍ତ କୁମାର ଦାଶ। ଏହି ଘଟଣା ଜିଲ୍ଲା ଶିକ୍ଷା ବିଭାଗରେ ଚର୍ଚ୍ଚାର ବିଷୟ ପାଲଟିଛି।ସୂଚନା ଅନୁସାରେ, ଏକ ଘରୋଇ ବିଦ୍ୟାଳୟର ସ୍ୱୀକୃତି ସମ୍ବନ୍ଧୀୟ ଫାଇଲ୍ କ୍ଲିୟର କରିବା ପାଇଁ ଶ୍ରୀକାନ୍ତ ଦାଶ ୧୦ Continue Reading
Odisha News
ଭୁବନେଶ୍ୱର,୫/୬: ବଢ଼ିପାରେ ଖରାଛୁଟିର ଅବଧି। ଏନେଇ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଖରାର ସ୍ଥିତିକୁ ଦେଖି ଛୁଟି ସମ୍ପର୍କରେ ନିଷ୍ପତ୍ତି ନିଆଯିବ।ପ୍ରକାଶ ଥାଉକି, ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ୍ ୨୭ରୁ ସ୍କୁଲ୍ ଛୁଟି ଘୋଷଣା କରାଯାଇଥିଲା।ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇଥିଲା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ Continue Reading
Odisha News
ଭୁବନେଶ୍ବର, ୫/୬ : କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥରେ ଆଜି ଭୋର ସକାଳୁ ଏକ ଦୁର୍ଘଟଣା ଘଟିଛି। ଜାତୀୟ ରାଜପଥରେ ବେଆଇନ ପାର୍କିଂ ଯୋଗୁଁ ଏହି ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ୍ ନିୟନ୍ତ୍ରଣ ହରାଇ ଟ୍ରକ୍‌କୁ ଶକ୍ତ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ବସ୍‌ର ହେଲ୍‌ପରଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତାହତଙ୍କର ପରିଚୟ ମିଳିପାରି ନାହିଁ।ସୂଚନା ଅନୁସାରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୪/୬: ବିଶ୍ବସ୍ତରୀୟ ଶିକ୍ଷକ ନେତା, ଖ୍ୟାତନାମା ସାହିତ୍ୟିକ, ନାଟ୍ୟକାର ଅବନୀ ବରାଳ ଙ୍କ ୯୨ତମ ଜୟନ୍ତୀ ଜେମାଦେଇ ଜୟୀ ରାଜଗୁରୁ ଉଚ୍ଚ ବିଦ୍ୟାଳୟ ଠାରେ ପାଳିତ ହୋଇଯାଇଛି।ବିଶିଷ୍ଟ ଶିକ୍ଷାବିତ୍ ସତ୍ୟବାଦୀ ବଳିଆରସିଂହଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ସଭାରେ ବିଶ୍ବ ଶିକ୍ଷକ ସଂଘର ସଭାପତି ଅମୀୟ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସ୍ବର୍ଗତ ବରାଳଙ୍କ ବହୁମୁଖୀ ଗୁଣାବଳି ସମ୍ପର୍କରେ ଆଲୋକପାତ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା , ୪/୬: ଗତକାଲି ସନ୍ଧ୍ୟା ପ୍ରାୟ ୭:୦୦ ଟାରେ, ଖୋରଧା ଆଦର୍ଶ ଥାନା ପକ୍ଷରୁ ଏକ ପାଟ୍ରୋଲିଂ ଦଳ ବାଟମଙ୍ଗଳା ଛକରେ ମୋଟର ଯାନ ଯାଞ୍ଚ କରୁଥିବା ସମୟରେ, ଭୁବନେଶ୍ୱର ପାର୍ଶ୍ୱରୁ ଆସୁଥିବା ପଞ୍ଜିକରଣ ନଂ ଓଡି ୩୩ ଏୟୁ ୫୦୨୧ ବିଶିଷ୍ଟ ଏକ କଳା ରଙ୍ଗର ସ୍ୱିଫ୍ଟ କାରକୁ ପୁଲିସ ସନ୍ଦେହରେ ଅଟକାଇଥିଲା।ପୁଲିସ ପକ୍ଷରୁ ଗାଡ଼ିରେ ବସିଥିବା ଯୁବକ ମାନଙ୍କର ଓଡ଼ିଶା ପୋଲିସ ଦ୍ୱାରା ମୁହଁ ଚିହ୍ନଟ ସିଷ୍ଟମ୍ ବିକଶିତ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୪ /୬ : ବୌଦ୍ଧ ଅବକାରୀ ବିଭାଗକୁ ମିଳିଛି ଏକ ବଡ଼ ସଫଳତା। ବୌଦ୍ଧ ଅବକାରୀ ବିଭାଗ ପକ୍ଷରୁ ଏକ ସ୍ପେଶାଲ୍ ଡ୍ରାଇଭ୍ ବେଳେ ପ୍ରାୟ ୧୬ କିଲୋଗ୍ରାମ ଗଞ୍ଜେଇ ସହ ଜଣେ ମହିଳା ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ଏବଂ ଏଥିରେ ବ୍ୟବହୃତ ହେଉଥିବା ଏକ ଆଲ୍‌ଟୋ କାର୍‌କୁ ମଧ୍ୟ ଜବତ କରାଯାଇଛି।ଅବକାରୀ ବିଭାଗର ସୂଚନା ଅନୁଯାୟୀ, (୦୩.୦୬.୨୦୨୬) ଅପରାହ୍ନ ୧:୦୦ ଟାରୁ ୪:୦୦ ଟା ମଧ୍ୟରେ ଏହି ଚଢ଼ାଉ କରାଯାଇଥିଲା। ଗିରଫ […]Continue Reading
Odisha News
ଭୁବନେଶ୍ୱର, ୪/୬ : ଓଡ଼ିଶାରେ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ନିଜର ପ୍ରାର୍ଥୀ ଘୋଷଣା କରିଛି। ଦଳ ପକ୍ଷରୁ ଦେବାଶିଷ ସାମନ୍ତରାୟଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ମନୋନୀତ କରାଯାଇଛି। ନିକଟରେ ସେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ଏବଂ ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳ (ବିଜେଡି) ଛାଡ଼ି ବିଜେପିରେ ସାମିଲ ହୋଇଥିଲେ।ଦେବାଶିଷଙ୍କ ବିଜେପିରେ ଯୋଗଦାନ ପରେ ତାଙ୍କୁ ଦଳ ରାଜ୍ୟସଭା ପାଇଁ ପ୍ରାର୍ଥୀ କରିବ Continue Reading