Home Posts tagged ODISHA (Page 94)
Top Stories
By Tapaswini Sahoo Odisha, Sep 10 : One Day Awareness Program on Intellectual Property Rights (IPRs) under MSME Innovative Scheme has been jointly organized by MSME-DFO, Cuttack and CSIR-Institute of Minerals and Materials Technology (IMMT) on Sep 04, 2025 at CSIR-IMMT Auditorium, Bhubaneswar with a series of sessions on various aspects of IPR.  This program […]Continue Reading
Odisha News
ଭୁବନେଶ୍ୱର, ୧୦/୯ : ଦଶହରା ପୂର୍ବରୁ ନୂତନ ଅବକାରୀ ନୀତି ଆସିବାର ସମ୍ଭାବନା ରହିଛି । ପ୍ରତିନିଧି ଦଳ ଦୁଇ ରାଜ୍ୟକୁ ଗସ୍ତ କରି ଫେରିଛନ୍ତି । ଆଗାମୀ ଦୁଇ ଦିନ ଭିତରେ ମୁଖ୍ୟମନ୍ତ୍ରୀଙ୍କ ସହିତ ନୂଆ ନୀତି ଉପରେ ଆଲୋଚନା କରାଯାଇ ତଥ୍ୟ ଦିଆଯିବ ।ସରକାର ସେଥିପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ଚଳିତ ମାସରେ ନୂଆ ଅବକାରୀ ନୀତି କାର୍ଯ୍ୟ ଶେଷ ହେବାର ରହିଛି । ବର୍ତ୍ତମାନ ପୁରୁଣା ଅବକାରୀ ନୀତି ବଳବତ୍ତର […]Continue Reading
Odisha News
ଭୁବନେଶ୍ବର, ୧୦/୯ : ୨୦୨୪ ସାଧାରଣ ନିର୍ବାଚନରେ ରାଜ୍ୟରେ ବିଜେପି ସରକାର ପରିବର୍ତ୍ତନ ହେବା ପରେ ଯାଜପୁର ଜିଲ୍ଲାର ବିଜେଡି ଗଡ଼ ଦୋହଲିସାରିଲାଣି।ଆଜି ଯାଜପୁର ସ୍ଥିତ ଧର୍ମଶାଳା ମହୋତ୍ସବ ପଡ଼ିଆଠାରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଐତିହାସିକ ମହା ମିଶ୍ରଣ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହେଉଛି। ଏହାପୂର୍ବରୁ ଏକ ବିରାଟ ‌ଶୋଭାଯାତ୍ରାରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କୁ ସଭାସ୍ଥଳକୁ ଅଣାଯାଇଥିଲା। ଏଥିରେ ହଜାର ହଜାର Continue Reading
Odisha News
ଭୁବନେଶ୍ୱର,୧୦/୯: ସୁଭଦ୍ରା ଯୋଜନାକୁ ନେଇ ବୁଧବାର ପୁଣି ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଯୋଗ୍ୟ ହିତାଧିକାରୀ ନିଶ୍ଚିତ ସୁଭଦ୍ରା ଯୋଜନାର ସହାୟତା ରାଶି ପାଇବେ।କାହିଁକି ଉକ୍ତ ଯୋଜନାରୁ ବଞ୍ଚିତ ହେଲେ ତାହାର ତର୍ଜମା ଚାଲିଛି। ଯୋଗ୍ୟ ହୋଇଥିଲେ ଏକାଥରକେ ଦୁଇଟି କିସ୍ତିର ଟଙ୍କା ମିଳିବ ବୋଲି ସୁଭଦ୍ରା ଯୋଜନାର ସମୀକ୍ଷା ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି।ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ବାଦ୍ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧୦/୯ : ମଙ୍ଗଳବାର ଖୋର୍ଦ୍ଧା ଜିଲ୍ଲା ପର୍ଯ୍ୟଟନ ବିଭାଗ ପକ୍ଷରୁ ଅଯୋଧ୍ୟା – ବାରାଣସୀ ବରିଷ୍ଟ ନାଗରିକ ମାନଙ୍କ ତୀର୍ଥଯାତ୍ରା ପର୍ଯ୍ୟଟନ ଅଧିକାରୀ ମୀରା ବେହେରାଙ୍କ ପରିଚାଳନାରେ ଶୁଭାରମ୍ଭ କରାଯାଇଅଛି ।ଏହି ଉପଲକ୍ଷେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇ କହିଲେ ଯେ ବରିଷ୍ଟ ନାଗରିକ ତୀର୍ଥ ଯାତ୍ରା ଯୋଜନା ଗରିବ ଗୁରବା ମାନଙ୍କ ପାଇଁ ଏକ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି , ୧୦/୯ : ମଙ୍ଗଳବାର ଜିଲ୍ଲା ନୋଡାଲ ସେକ୍ରେଟାରୀ ତଥା ଉପ-ଅଧ୍ୟକ୍ଷ , ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଡ଼: ଏନ: ତିରୁମାଲା ନାଏକ ଦୁଇ ଦିନିଆ ଗଜପତି ଜିଲ୍ଲା ଗସ୍ତରେ ଆସି ଆର: ଉଦୟଗିରି ବ୍ଲକ୍ ଅନ୍ତର୍ଗତ କାର୍ଯ୍ୟକାରି ହୋଇଥିବା ଇଣ୍ଡୋର୍ ଷ୍ଟାଡିୟମ୍ ବୁଲି ଦେଖିବା ସହ ନିକଟସ୍ଥ ଅନ୍ତ୍ୟୋଦୟ ଗୃହ ଯୋଜନା ହିତାଧିକାରୀଙ୍କୁ ଚାବି କାଠି ପ୍ରଦାନ କରିଥିଲେ ।ସେହିପରି ନୂଆଗଡ ବ୍ଲକ୍ ଅନ୍ତର୍ଗତ ଖଜୁରୀପଦା Continue Reading
Top Stories
By Surya Narayan Panda / Chandra Bhanu Singh / Priyo Brata Koraput, Sept. 10 : Odisha Governor Hon’ble Dr. Hari Babu Kambhampati continued his two-day visit to Koraput district on Tuesday. On the second day of his tour, he visited the Central University of Odisha (CUO) at Sunabeda, the Hindustan Aeronautics Limited (HAL) unit at […]Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୯ / ୯ : ଉପଭୋକ୍ତାଙ୍କୁ ଗୁଣାତ୍ମକ ବିଜୁଳି ସେବା ଯୋଗାଇବା ଏବଂ ସେମାନଙ୍କ ମଧ୍ୟରେ ସେବା ସମ୍ପର୍କିତ କୌଣସି ଦ୍ଵନ୍ଦ୍ଵ ଥିଲେ ଏହାକୁ ଦୂର କରିବା ପାଇଁ ଟିପିଏନଓଡ଼ିଏଲ ସର୍ବଦା ଗୁରୁତ୍ଵ ଦେଇ ଆସିଛି ।ବିଶେଷତଃ ଉପଭୋକ୍ତାଙ୍କ ମଧ୍ୟରେ ସ୍ମାର୍ଟ ମିଟରକୁ ନେଇ ଥିବା ଦ୍ଵନ୍ଦ୍ଵ ଦୂର କରିବାକୁ ଟିପିଏନଓଡ଼ିଏଲ ଅଗ୍ରାଧିକାର ଦେଇଛି। ଉପଭୋକ୍ତାଙ୍କ ମଧ୍ୟରେ ସ୍ମାର୍ଟ ମିଟର ସମ୍ପର୍କିତ ସଚେତନତା ସୃଷ୍ଟି କରିବା ତଥା ଏ ନେଇ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ ୯/୯: ଆଜି ଦିବା ୧୧ ଘଟିକା ସମୟରେ ଜ଼ିଲ୍ଲା ଷ୍ଟାଡିୟମ ପରିସରରେ ସାଂସଦ ଖେଳ ମହୋତ୍ସବ ର ସଫଳ ରୁପ୍ୟାନ ଓ ପଞ୍ଜିକରଣ ନିମନ୍ତେ ଜ଼ିଲ୍ଲା ର କ୍ରୀଡା ଶିକ୍ଷକ ମାନଙ୍କୁ ନେଇ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳା ରେ ଲୋକସଭା ନିର୍ବାଚନ ମଣ୍ଡଳୀ ର ଖେଳାଳି ମାନଙ୍କ ର କିଭଳି ଭାବେ ସଠିକ ଏବଂ ଅଧିକ ସଂଖ୍ୟା ରେ କିପରି ପଞ୍ଜିକରଣ ହୋଇପାରିବ, ସେ ବିଷୟରେ ପୁଙ୍ଖାନୁପୁଙ୍ଖ […]Continue Reading
Odisha News
ଓଡିଶା , ୯/୯ : ଶକ୍ତ ଝଟକା । ଦଳରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ତଥା ଅଭିଜ୍ଞ ନେତା ଏନ୍ ଭାସ୍କର ରାଓ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ସେ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି । ତାଙ୍କ ସହ ଲାଲ ବିହାରୀ ହିମରିକା ମଧ୍ୟ ଇସ୍ତଫା ଦେଇଥିବା ଜଣାପଡ଼ିଛି ।ବିଜେଡିର କାର‌୍ୟ୍ୟକଳାପକୁ ନେଇ ଅସନ୍ତୁଷ୍ଟ ଥିଲେ ଭାସ୍କର ରାଓ । ସାମ୍ବାଦିକ ସମ୍ମିଳନୀରେ ନିଜ ଅସନ୍ତୋଷ ଝାଡ଼ିଛନ୍ତି ରାଓ […]Continue Reading