Home Posts tagged ODISHA (Page 95)
Odisha News
ଭୁବନେଶ୍ୱର, ୬/୧୨ : ଭଦ୍ରକରେ ବିଜୁ ଜନତା ଦଳକୁ ଆଜି ଏକ ଶକ୍ତ ଝଟକା ଲାଗିଛି । ଏହା ସହିତ ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କୁ ମଧ୍ୟ ଶକ୍ତ ଆଘାତ ଲାଗିଛି । ପ୍ରଫୁଲ୍ଲଙ୍କ ସମ୍ପୂର୍ଣ୍ଣ ପରିବାର ଆଜି ପଦ୍ମ ପୋଖରୀରେ ବୁଡ଼ ଦେଇଛନ୍ତି ।ପ୍ରଫୁଲ୍ଲଙ୍କ ଦୁଇ ପୁଅ ପ୍ରୟାସକାନ୍ତି ସାମଲ ଓରଫ୍ ଲୁଲୁ ଓ ପ୍ରଣୀତକାନ୍ତି ସାମଲ୍ ଓରଫ୍ ଜୁଲୁ ଏବଂ ଭଉଣୀ ଉର୍ମିଲା ନାୟକ ବିଜେପିରେ ବିଧିବଦ୍ଧଭାବେ ବିଜେପିରେ ସାମିଲ ହୋଇଛନ୍ତି । ବିଜେପି […]Continue Reading
Odisha News
ବଣାଇ/ଓଡ଼଼ିଶା,୬/୧୨ : ଟ୍ରେଲର ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ । ୧୪୩ ନଂ ଜାତୀୟ ରାଜପଥର ଗମଲେଇ ନିକଟରେ ଘଟିଛି ଦୁର୍ଘଟଣା । ମୃତକଙ୍କ ପରିଚୟ ଏ ପର‌୍ୟ୍ୟନ୍ତ ଜଣାପଡ଼ିନାହିଁ । ଘଟଣାସ୍ଥଳରେ ଲହୁଣୀପଡ଼ା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇବା ସହିତ ଟ୍ରେଲର ଡ୍ରାଇଭରକୁ ମଧ୍ୟ ଅଟକ ରଖିଛି ।Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୫/୧୨ : ଆଜି ପୂର୍ବାହ୍ନରେ ଭାରତୀୟ ରେଡକ୍ରସ୍ ସଂସ୍ଥା ଖୋର୍ଦ୍ଧା ଜିଲ୍ଲା ଶାଖାର ସାଧାରଣ ପରିଷଦ ବୈଠକ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି ।ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା, ଉପଜିଲ୍ଲାପାଳ, ଖୋର୍ଦ୍ଧା ଶ୍ରୀ କିଶୋର କୁମାର ପଣ୍ଡା ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ Continue Reading
Odisha News
ଗଜପତି,୫/୧୨: ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ ଏକା ପ୍ରଶ୍ନ କରିଥିଲେ।ଆଜି ୨ଟା ବେଳେ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ଦିନ ୧୧ଟା ବେଳେ ବଜାରରେ ପ୍ରଶ୍ନ ପତ୍ର ବିକ୍ରି ହେଉଥିବା ନେଇ ବିଧାୟକ ପ୍ରଶ୍ନ କରିଥିଲେ। ଆଜି ଗଜପତି ଜିଲା ପାରଳାଖେମୁଣ୍ଡି ମହାରାଜ ବାଳକ ଉଚ୍ଚ ବିଦ୍ୟାଳୟରେ ଏଏନ୍‌ଏମ୍ ପରୀକ୍ଷା ହେବାର ଥିଲା।ପିଲାଙ୍କୁ Continue Reading
Odisha News
ଭୁବନେଶ୍ୱର,୫/୧୨: ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା କରୁଛନ୍ତି। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି।ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କହିଛନ୍ତି ଯେ, ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଦ୍ୟାଳୟର ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ Continue Reading
Odisha News
ଭୁବନେଶ୍ୱର, ୫/୧୨ : ମାଟ୍ରିକ ପରୀକ୍ଷା ପାଇଁ ଆସିଲା କାର୍ଯ୍ୟସୂଚୀ । ଆସନ୍ତା ଫେବୃୟାରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ ବୋଲି ଜଣାପଡିଛି । ଫେବୃୟାରୀ ୧୯ରୁ ମାର୍ଚ୍ଚ ୨ ଯାଏଁ ମାଟ୍ରିକ ପରୀକ୍ଷା ହେବ ଓ ସକାଳ ୯ଟାରୁ ଦିନ ୧୧ଟା ୩୦ ଯାଏଁ ପରୀକ୍ଷା ଚାଲିବ ।ମିଳିଥିବା ସୂଚନା ମୁତାବକ ସବୁ ବିଷୟ ପାଇଁ ଅଢେଇ ଘଣ୍ଟା ସମୟ ମିଳିବାକୁ ଥିବାବେଳେ ଗଣିତ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଅଧିକ ୧୫ ମିନିଟ୍ ସମୟ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୪/୧୨ : ଗଜପତି ଜିଲ୍ଲା ଉପକଣ୍ଠରେ ଥିବା ସେଞ୍ଚୁରିଅନ୍ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ୍ ମ୍ୟାନେଜମେଣ୍ଟର ନର୍ସିଂ ସ୍କୁଲ ପକ୍ଷରୁ କ୍ରୋନ୍ସ ଏବଂ କୋଲାଇଟିସ୍ ସଚେତନତା ସପ୍ତାହ ସହ କୋଷ୍ଠକାଠିନ୍ୟ ସଚେତନତା ମାସ ପାଳିତ ହୋଇଯାଇଛି ।ଏଭଳି ପାଳନର ମୁଖ୍ୟ ଉଦ୍ଦେଶ୍ୟ ହେଲା ଯେ , ନର୍ସିଂ ଛାତ୍ରଛାତ୍ରୀ\’ଙ୍କ ମଧ୍ୟରେ ପାଚନ ସ୍ୱାସ୍ଥ୍ୟ ଉପରେ ସଚେତନତା ପ୍ରସାର କରିବା ।ଏହି କାର୍ଯ୍ୟକ୍ରମ\’କୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୪/୧୨ : ଜିଲ୍ଲା ଆଇନସେବା ପ୍ରାଧିକରଣ, ବୌଦ୍ଧ ଅଫିସ ଦ୍ୱାରା ନାରାୟଣପୁର, ବୌଦ୍ଧ ଠାରେ ଥିବା ଅନ୍ଧ, ମୂକ ଏବଂ ବଧିର ଙ୍କ ସ୍କୁଲ ଠାରେ ବିଶ୍ୱ ଦିବ୍ୟାଙ୍ଗ ଦିବସ ପାଳନ ଉପଲକ୍ଷେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଅଛି ।ଏହି କାର୍ଯ୍ୟକ୍ରମଟି ଜିଲ୍ଲା ଆଇନସେବା ପ୍ରାଧିକରଣ, ବୌଦ୍ଧର ଅଧକ୍ଷ ଶ୍ରୀ ପ୍ରତାପ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଥିଲା ।ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଆଇନସେବା ପ୍ରାଧିକରଣର Continue Reading
Odisha News
ଭୁବନେଶ୍ୱର , ୪/୧୨ : ଉତ୍କଳ ସଂଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ଘଟଣାରେ ଆକ୍ସନ ମୋଡରେ ସଂସ୍କୃତି ବିଭାଗ।ଅଭିଯୁକ୍ତ ସମ୍ପୃକ୍ତ ଡ୍ରାମା ବିଭାଗର ଅଧ୍ୟାପକଙ୍କୁ ବହିଷ୍କୃତ କରାଯାଇଛି। ଛାତ୍ରୀଙ୍କ ଅଭିଯୋଗ ଆଧାରରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସଙ୍ଗୀତ ମହାବିଦ୍ୟାଳୟ ପ୍ରିନ୍ସିପାଲ।ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ପରେ ଜୋରଦାର ହଙ୍ଗାମା ହୋଇଥିଲା। କ୍ୟାମ୍ପସରେ ଉତ୍ତେଜନା ପ୍ରକାଶ ପାଇବା ସହ ରାଜରାସ୍ତା ଘେରିଥିଲେ Continue Reading