କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୫ : ବୌଦ୍ଧଜିଲ୍ଲା ସଡ଼କ ସୁରକ୍ଷା କମିଟି ସମୀକ୍ଷା ବୈଠକ ଜିଲ୍ଲାପାଳ ଶ୍ରୀ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମୋଟର ଭେହିକିଲ୍ ଆଇନ୍ ଅନୁଯାୟୀ ଜୋରିମାନା ସଂଗ୍ରହ, ଜିଲ୍ଲାରେ ଘଟୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାର ସମ୍ପର୍କିତ ସମୀକ୍ଷା, ପୂର୍ବତନ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକର କାର୍ଯ୍ୟବିବରଣୀ ଏବଂ ସଡ଼କ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ବିଷୟରେ ଆଲୋଚନା Continue Reading




