Home Posts tagged Odishal Kendrapara
Odisha News
ପଟ୍ଟାମୁଣ୍ଡାଇ,୧୬/୫ : କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର କୁପୁଣି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତରଭୁଜ ଖାଇ ଗୋଟିଏ ପରିବାରର ଜଣେ ନାବାଳକଙ୍କର ଜୀବନ ଯାଇଥିବାବେଳେ ଅନ୍ୟ ୩ ଜଣ ଅସୁସ୍ଥ ହୋଇ ଚିକିତ୍ସିତ ହେଉଛନ୍ତି। ଖାଦ୍ୟ ବିଷାକ୍ତ ହେତୁ ଏପରି ଘଟିଥିବା ସନ୍ଦେହ କରାଯାଉଛି।ମିଳିଥିବା ସୂଚନାନୁଯାୟୀ, କୁପୁଣି ଗାଁର ଅନନ୍ତ ସେନାପତି ଓ ତାଙ୍କ ପରିବାର ଶୁକ୍ରବାର ତରଭୁଜ ଖାଇଥିଲେ। ପରିବାର ଲୋକେ ତରଭୁଜ ଖାଇବା ପରେ ପେଟରେ Continue Reading