Home Posts tagged Odisha’s Bolangir
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୪/୬ : ରଜ ପୂର୍ବରୁ ଦେଖିବାକୁ ମିଳୁଛି ରଜ ଉତ୍ସବ।ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ ଆଜି ଠୁ ଆରମ୍ଭ ହୋଇଛି ଜିଲ୍ଲା ସ୍ତରୀୟ ବିକାଶ ମେଳା ଓ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା।ସ୍ଥାନୀୟ ପୃଥୀରାଜ ହାଇସ୍କୁଲ ଷ୍ଟାଡିୟମ ରେ ଜିଲ୍ଲାପାଳ ଶ୍ରୀ ଗୌରୱ ଶୀୱାଜୀ ଇଶାଲୱାର ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି।ଏହି ବିକାଶ ମେଳାରେ ମିଳୁଛି ଭିନ୍ନ ଭିନ୍ନ ସ୍ଵାଦର ପିଠା।ସ୍ୱୟଂ ସହାୟିକା ଗୋଷ୍ଠୀ Continue Reading