Home Posts tagged Odisha’s Bolangir district (Page 4)
Odisha News
ବଲାଙ୍ଗୀର, ୧୦/୪: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ହୋଇଥିଲା। ଏହି ଘଟଣା ପ୍ରଘଟ ହେବାର କିଛି ଘଣ୍ଟା ପରେ ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ସଇଁତଲାରୁ ଉକ୍ତ ଶିଶୁପୁତ୍ରକୁ ପ୍ରଶାସନିକ ଟିମ ଉଦ୍ଧାର କରିଛନ୍ତି।ଉଦ୍ଧାର ଶିଶୁକୁ ସିଡବ୍ଳୁସିରେ ହାଜର କରାଯିବା ପରେ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ ସଂସ୍ଥାକୁ ପଠାଯାଇଛି । ଶିଶୁ ପୁତ୍ରଟି ବର୍ତ୍ତମାନ ସୁସ୍ଥ ଥିବା କୁହାଯାଇଛି। ଶିଶୁ ଉଦ୍ଧାର ପରେ ବଲାଙ୍ଗୀର Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨୪/୩ : ଷାଠିଏ ଘର ଡୁମାଲ ସମାଜ ସହରାଞ୍ଚଳ ବଲାଙ୍ଗୀର ଅନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ସଂଗଠନିକ ସଭା,ଲାଲଟିକ୍ରା ବଲାଙ୍ଗୀର ଠାରେ ସହରାଞ୍ଚଳ ବଲାଙ୍ଗୀର ସଭାପତି ସଞ୍ଜୟ ମହାକୁର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି।ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ଜିଲ୍ଲା ସଭାପତି ଶ୍ରୀ ଲମ୍ବୋଦର ମହାକୁର, ସମ୍ମାନୀତ ଅତିଥି ଭାବରେ ରାଜ୍ୟ ଯୁବ ସମାଜ ସଭାପତି ଶ୍ରୀ ଦୟାନିଧୂ ଖମାରି ଏବଂ ନାଟ୍ୟ ଭୂଷଣ ଜଗଦାନନ୍ଦ ଛୁରିଆ Continue Reading
Odisha News
ବଲାଙ୍ଗିର, ୨୩/୮ : ଆଜି ସକାଳୁ ସକାଳୁ ବଲାଙ୍ଗିର ଜେଲରେ ବଡ଼ ଧରଣର ଚଢ଼ାଉ କରିଛି ପୁଲିସ। ଜେଲରେ ଗ୍ୟାଙ୍ଗୱାର ଚାଲିଥିବା ନେଇ ଖବର ପ୍ରକାଶ ପାଇବା ପରେ ଏସପି ଋଷିକେଶ ଖିଲାରୀଙ୍କ ନେତୃତ୍ୱରେ ଏହି ଚଢ଼ାଉ କରାଯା‌ଇଛି। ମାଜିଷ୍ଟ୍ରେଟଙ୍କ ସହ ୨ ପ୍ଲାଟୁନ୍ ପୁଲିସ ଫୋର୍ସ ଓ ୯ ଅଫିସର ଏହି ଚଢ଼ାଉରେ ସାମିଲ ହୋଇଛନ୍ତି।ଚଢ଼ାଉ ବେଳେ ଜେଲ ଭିତରୁ ବିଡ଼ି, ସିଗାରେଟ୍, ଦିଆସିଲ୍ ଓ ଅନ୍ୟ ନିଶାଦ୍ରବ୍ୟ ଜବତ ହୋଇଥିବା ସୂଚନା ମିଳିଛି। ଏହି […]Continue Reading