ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର/ଓଡ଼଼ିଶା,୭/୧୦ : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) ବ୍ୟୁରୋ ପକ୍ଷରୁ କୁଳପତି ପ୍ରଫେସର ବିଭୂତି ଭୂଷଣ ମଲିକଙ୍କ ମାର୍ଗଦର୍ଶନରେ ବିଶ୍ୱବିଦ୍ୟାଳୟ ସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ନିମନ୍ତେ ମନୋନୟନ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ମନୋନୟନ ଶିବିରରେ ବଲାଙ୍ଗିର ଓ ସୋନପୁର ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟରୁ ୪୦ ଜଣ ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀ ଅଂଶଗ୍ରହଣ Continue Reading




