ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୩୦/୯ : ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ୱାଭାବିକ ଭାବେ ଜନଜୀବନ ଚାଲିଥିବା ବେଳେ ଦୋକାନ, ବଜାର, ବ୍ୟବସାୟିକ ପ୍ରତିଷ୍ଠାନ ଖୋଲା ରହିଥିଲା।ଏଥିସହ ବସ୍, ଅଟୋ ଓ ଅନ୍ୟାନ୍ୟ ଯାନବାହନ ଚଳାଚଳ ମଧ୍ୟ ସ୍ୱାଭାବିକ ରହିଥିଲା। ବାଲିଗୁଡ଼ା ସହରର ପ୍ରମୁଖ ଛକ ଓ ବଜାର ଅଞ୍ଚଳରେ ଲୋକଙ୍କ ଚଳପ୍ରଚଳ ସାଧାରଣ Continue Reading




