ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୫/୧୦ : ଖୋରଧା ସ୍ଥିତ ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟର ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସୋସାଇଟିର ପଦପଦବି ନିମନ୍ତେ ନିର୍ବାଚିତ ପ୍ରତିନିଧି ମାନଙ୍କ ନାମ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି।ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ନିର୍ବାଚନ ଅଧିକାରୀ ଅକ୍ଟୋବର ୧୫ ତାରିଖରେ ଏ ସଂକ୍ରାନ୍ତୀୟ ବିଜ୍ଞପ୍ତି ଜାରି କରିଛନ୍ତି। ଏହି ଘୋଷଣା ସହିତ ଚଳିତ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଏବଂ Continue Reading




