Home Posts tagged odiya actor arindam joins bjp
Odisha News
ଭୁବନେଶ୍ବର, ୧୫/୩: ସାଧାରଣ ନିର୍ବାଚନ-୨୦୨୪ ପୂର୍ବରୁ ଶଙ୍ଖ ଛାଡ଼ି ପଦ୍ମ ଧରିଛନ୍ତି ଓଡ଼ିଆ ଚଳଚ୍ଚିତ୍ର ଦୁନିଆର ଲୋକପ୍ରିୟ ଅଭିନେତା ଅରିନ୍ଦମ ରାୟ।ସେ ଆଜି ବିଜେଡିର ସଭ୍ୟ ପଦରୁ ଇସ୍ତଫା ଦେଲା ପରେ ବିଜେପିରେ ସାମିଲ ହୋଇଛନ୍ତି। ସେ ଆଜି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ନେଇ ଚିଠି ଲେଖିଥିଲେ। ଚିଠି ଲେଖିବାର କିଛି ସମୟ ପରେ ସେ ବିଜେପିରେ ଯୋଗ ଦେଇଛନ୍ତି।ଇସ୍ତଫାପତ୍ରରେ ଅରିନ୍ଦମ ଲେଖିଥିଲେ, ମୁଁ ୨୦୦୯ ମସିହାରେୁ ବିଜେଡିରେ ଯୋଗଦେଇଥିଲି। Continue Reading