Home Posts tagged ODIYA ATHELETICS KISHORE JENA
Odisha News
ଭୁବନେଶ୍ୱର,୧୭/୧୦: ନିକଟରେ ଚୀନର ହାଙ୍ଗଝୌ ଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କରିଛନ୍ତି। କିଶୋର ସେଠାରେ ବ୍ୟକ୍ତିଗତ ଶ୍ରେଷ୍ଠ ୮୭.୫୪ ମିଟର ହାସଲ Continue Reading
Odisha News
ଭୁବନେଶ୍ୱର,୪/୧୦: ଚାଇନାରେ ଚାଲିଥିବା ଏସିଆନ ଗେମ୍ସରେ ଓଡ଼ିଆ ପୁଅ କିଶୋର ଜେନା କମାଲ ଦେଖାଇଛନ୍ତି। କିଶୋର ଜାଭେଲିନ ଥ୍ରୋରେ ରୌପ୍ୟ ପଦକ ହାସଲ କରି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। କିଶୋରଙ୍କ ଏହି ସଫଳତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପାଇଁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି।Continue Reading
Odisha News
ଭୁବନେଶ୍ୱର,୨୮/୮ : ବିଶ୍ୱ ଆଥ୍ଲେଟିକ୍ସ ଚାମ୍ପିୟନଶିପରେ ଭଲ ପ୍ରଦର୍ଶନ କରିଥିବା ଜାଭଲିନ ଥ୍ରୋୟର କିଶୋର ଜେନାଙ୍କୁ ପୁରସ୍କାର ସ୍ୱରୂପ ୨୫ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି।ରାଜ୍ୟର ପ୍ରଥମ ବ୍ୟକ୍ତି ଭାବେ ବିଶ୍ୱ ଆଥ୍ଲେଟିକ୍ସ ଚାମ୍ପିୟନଶିପରେ ଭାଗ ନେଇଥିଲେ କିଶୋର ଜେନା। ସେ ଫାଇନାଲ ରାଉଣ୍ଡକୁ ଉନ୍ନୀତ ହୋଇଥିଲେ। ଗତକାଲି ଅନୁଷ୍ଠିତ ହୋଇଥିଲା ଫାଇନାଲ।ପଦକ ଜିତି ପାରି ନଥିଲେ ମଧ୍ୟ ସେ ନିରାଶ Continue Reading
Odisha News Sports News
ହଙ୍ଗେରୀ,୨୫/୮: ହଙ୍ଗେରୀର ବୁଡାପେଷ୍ଟରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପରେ ଚମକିଛନ୍ତି ଓଡ଼ିଆ ପୁଅ କିଶୋର ଜେନା।ଜାଭେଲିନ ଥ୍ରୋ ଇଭେଣ୍ଟରେ କିଶୋର ଫାଇନାଲରେ ରାଉଣ୍ଡରେ ପହଞ୍ଚିଛନ୍ତି। ଯୋଗ୍ୟତା ପର୍ଯ୍ୟାୟର ବି ଗ୍ରୁପରେ ଥିବା କିଶୋର ୮୦.୫୫ ମିଟର ଦୂରତାକୁ ଜାଭେଲିନ ଫିଙ୍ଗ ଟପ୍ ୧୨ରେ ରହିବାକୁ ସକ୍ଷମ ହୋଇଛନ୍ତି।ସେ ଫାଇନାଲରେ ପ୍ରବେଶ କରିଥିବା ୧୨ ଜଣଙ୍କ ମଧ୍ୟରୁ ତାଲିକାର ୯ନଂ ସ୍ଥାନରେ ରହିଛନ୍ତି। କିଶୋର ପ୍ରଥମ ଓଡ଼ିଆ ଭାବେ ବିଶ୍ୱ Continue Reading
Seo wordpress plugin by www.seowizard.org.