![](https://odishanewsonline.com/wp-content/uploads/2025/02/Uttam-with-his-family-1024x536-1-580x335.jpg)
ଭୁୁବନେଶ୍ୱର, ୮/୨: ଅଲିଉଡ ଜଗତରୁ ଆସିଛି ବଡ ଖବର । ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ଗୁରୁତର । ଚିକିତ୍ସା ପାଇଁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଉତ୍ତମ ମହାନ୍ତି ଭେଣ୍ଟିଲେଟରେ ଥିବା ନେଇ ସୂଚନା ମିଳିଛି । ତେବେ ପରିବାର ପକ୍ଷରୁ ଏ ନେଇ କୌଣସି ସୂଚନା ଦିଆଯାଇ ନାହିଁ ।ସୂଚନା ଅନୁଯାୟୀ, ଅଧିକ ଚିକିତ୍ସା ପାଇଁ ତାଙ୍କୁ ଏୟାର ଆମ୍ବୁଲାନ୍ସ ଜରିଆରେ ବାହାର ରାଜ୍ୟକୁ ନିଆଯାଇପାରେ । ବର୍ତ୍ତମାନ ପଟିଆ […]Continue Reading