Home Posts tagged odiya film musice director abhijit majumdar passes away
Odisha News Ollywood News
ଭୁବନେଶ୍ବର, ୨୫/୧ : ଓଲିଉଡର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ପରଲୋକ ଘଟିଛି। ୫୪ ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଅଭିଜିତ୍‌ଙ୍କ ଦେହାନ୍ତ ହୋଇଛି। ସେ ଲିଭର ଜନିତ ରୋଗରେ ପୀଡିତ ହୋଇଥିଲେ। ତାଙ୍କୁ ପ୍ରଥମେ କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହା ପରେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଗତ ବର୍ଷ ସେପ୍ଟେମ୍ବର ୪ରେ ସଙ୍କଟାପନ୍ନ ଅବସ୍ଥାରେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ସେ Continue Reading