Home Posts tagged odiya singer human sager
Odisha News
କଟକ,୧୯/୧: ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗର ଥାନାରୁ ଫେରିଲା ପରେ ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରିୟା ରଖିଛନ୍ତି। ମୋ ନାମରେ ଆସିଥିବା ଅଭିଯୋଗ ମିଛ ବୋଲି କହିଛନ୍ତି। ମୁଁ କାହିଁକି ହତ୍ୟା ଉଦ୍ୟମ କରିବି? ମୁଁ କଣ ମର୍ଡରର? ଧର୍ମ ପରିବର୍ତ୍ତନ ପାଇଁ ମୁଁ ଆଦୌ ଚାପ ପକାଇନି ବୋଲି କହିଛନ୍ତି। ମୁଁ କାହିଁକି ଯୌତୁକ ମାଗିବି। ଲୋକଙ୍କ ଆଶୀର୍ବାଦରୁ ଭଲରେ ଅଛି।ଅନ୍ୟପଟରେ ବୋହୂ ଶ୍ରେୟା ମିଶ୍ର ମଦ୍ୟପାନ କରନ୍ତି ବୋଲି ହ୍ୟୁମାନଙ୍କ ମା’ ଶେଫାଳି Continue Reading
Seo wordpress plugin by www.seowizard.org.