
ଭୁବନେଶ୍ବର,୧/୬: ରାଜ୍ୟର ସରକାରୀ ଓ ଘରୋଇ କଲେଜ, ବିଶ୍ବବିଦ୍ୟାଳୟଗୁଡ଼ିକର ବୈଷୟିକ ପାଠ୍ୟକ୍ରମରେ ନାମଲେଖା ଲାଗି ଜୁଲାଇ ମାସରେ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଅନୁଷ୍ଠିତ ହେବ। ଆଜି ଓଜେଇ୨୦୨୨ ପାଇଁ ପରୀକ୍ଷା ସୂଚୀ ପ୍ରକାଶ ପାଇଛି।ସୂଚନା ଅନୁଯାୟୀ ଜୁଲାଇ ୪ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ୮ ତାରିଖରେ ଶେଷ ହେବ।ସକାଳ ୯ଟାରୁ ପ୍ରତିଦିନ ୩ଟି ସିଫ୍ଟରେ ପରୀକ୍ଷା ହେବ। ଜୁଲାଇ ୪ରେ ୩ଟି ଯାକ ସିଫ୍ଟରେ ଲାଟେରାଲ୍ ଏଣ୍ଟ୍ରି ଟେକ୍ ଡିପ୍ଲୋମା Continue Reading