Home Posts tagged ojee exam
Odisha News
ଭୁବନେଶ୍ୱର, ୨୫/୧: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ। ଏଥିପାଇଁ ଆଜିଠାରୁ ରେଜିଷ୍ଟ୍ରେସନ୍ ଆରମ୍ଭ ହୋଇଛି। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରେଜିଷ୍ଟ୍ରେସନ୍ ଚାଲିବ।Continue Reading
Odisha News
ଭୁବନେଶ୍ୱର,୮/୫: ଆଜିଠାରୁ ଆରମ୍ଭ ହେଉଛି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଦୈନିକ ୩ଟି ସିଫ୍ଟରେ ପରୀକ୍ଷା ହେବ। ସକାଳ ୯ରୁ ୧୧ ପ୍ରଥମ ସିଫ୍ଟ ଆରମ୍ଭ ହେବ। ସେହିପରି ଦିନ ୧୨ଟା ୩୦ରୁ ୨ଟା ୩୦ ପର୍ଯ୍ୟନ୍ତ ଦ୍ୱିତୀୟ ସିଫ୍ଟ ଏବଂ ସାଢ଼େ ଅପରାହ୍ନ ୪ଟାରୁ ସାଢ଼େ ୬ଟା ପର୍ଯ୍ୟନ୍ତ ତୃତୀୟ ସିଫ୍ଟରେ ପରୀକ୍ଷା ହେବ।ପ୍ରଥମ ଦିନ ଲାଟେରାଲ ଏଣ୍ଟ୍ରିଙ୍କ ପାଇଁ ପରୀକ୍ଷା ଥିବା ବେଳେ ଦ୍ୱିତୀୟ ଦିନରେ ଏମସିଏ […]Continue Reading
Odisha News
ଭୁବନେଶ୍ବର, ୧/୬: ରାଜ୍ୟର ସରକାରୀ ଓ ଘରୋଇ କଲେଜ, ବିଶ୍ବବିଦ୍ୟାଳୟଗୁଡ଼ିକର ବୈଷୟିକ ପାଠ୍ୟକ୍ରମରେ ନାମଲେଖା ଲାଗି ଜୁଲାଇ ମାସରେ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଙଔଋଋ) ଅନୁଷ୍ଠିତ ହେବ। ଆଜି ଓଜେଇ୨୦୨୨ ପାଇଁ ପରୀକ୍ଷା ସୂଚୀ ପ୍ରକାଶ ପାଇଛି।ସୂଚନା ଅନୁଯାୟୀ ଜୁଲାଇ ୪ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ୮ ତାରିଖରେ ଶେଷ ହେବ। ସକାଳ ୯ଟାରୁ ପ୍ରତିଦିନ ୩ଟି ସିଫ୍ଟରେ ପରୀକ୍ଷା ହେବ। ଜୁଲାଇ ୪ରେ ୩ଟି ଯାକ ସିଫ୍ଟରେ ଲାଟେରାଲ୍ ଏଣ୍ଟ୍ରି ଟେକ୍ ଡିପ୍ଲୋମା Continue Reading
Seo wordpress plugin by www.seowizard.org.