Home Posts tagged ojee result
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର,୮/୬: ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ୨୦୨୬ ପରୀକ୍ଷା ଫଳ । ଦକ୍ଷତା ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ସ୍ୱାଇଁ ପୁସ୍ତିକା ଉନ୍ମୋଚନ କରିଛନ୍ତି ।ଓଜେଇଇ ୨୦୨୬ ଏମବିଏରେ ତ୍ରିବିକ୍ରମ ପ୍ରଧାନ ଟପ୍ପର ହୋଇଛନ୍ତି । ସେହିପରି ଏମସିଏରେ ନରେନ୍ ପାତ୍ର, ଏମ୍.ଫାର୍ମାରେ ଶ୍ୟାମସୁନ୍ଦର ବେହେରା ଟପ୍ପର ହୋଇଛନ୍ତି ।ମେ ୪ରୁ ମେ ୧୦ ଯାଏ ମଧ୍ୟରେ ଓଜେଇଇ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ମେ ୧୬ ତାରିଖରେ Continue Reading