
ଭୁବନେଶ୍ବର,୨୭/୧୨: ଓଡ଼ିଶା ଲୋକସେବା ଆୟାଗ ଦ୍ବାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ୍ (ଓଜେଏସ୍) ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏହି ପରୀକ୍ଷାରେ ପୁଅଙ୍କ ତୁଳନାରେ ଝିଅମାନେ ଅଧିକ ଭଲ ପଦର୍ଶନ କରିଛନ୍ତି। ପ୍ରଥମ ୧୦ ଜଣଙ୍କ ମଧ୍ୟରେ ରହିଛନ୍ତି ୮ ଜଣ ଝିଅ ଅଛନ୍ତି। ସୁଶ୍ରୀତା ମିଶ୍ର ଟପ୍ପର ହୋଇଥିବା ବେଳେ ଦ୍ବିତୀୟରେ ନିଲିଶା ପଟ୍ଟନାୟକଙ୍କୁ ସ୍ଥାନ ମିଳିଛି।ସେହିପରି ଓଜେଏସ୍ ପରୀକ୍ଷାରେ ତୃତୀୟ ସ୍ଥାନରେ ଅନନ୍ୟା ମିଶ୍ର ଓ ଚତୁର୍ଥରେ ରାଣୀ Continue Reading