
ଭୁବନଶ୍ୱର,୧୬/୧୧: ଓଡ଼ିଶାର ଦୁଗ୍ଧଚାଷୀଙ୍କ ପାଇଁ ଖୁସି ଖବର। ଏଣିକି ଦୁଗ୍ଧଚାଷୀଙ୍କ ପାଇଁ ଲାଗୁ ହେବ ଡିବିଟି। ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି।ଶନିବାର ଆୟୋଜିତ ଓମ୍ଫେଡ୍ ସମୀକ୍ଷା ବୈଠକ ପରେ ମନ୍ତ୍ରୀ କହିଛନ୍ତି, ଅନ୍ୟ ରାଜ୍ୟ ଭଳି ଓଡ଼ିଶାର ଦୁଗ୍ଧଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଯିବ। ପଞ୍ଚାୟତ କ୍ଷୀର ଧାରା କେନ୍ଦ୍ରରେ କ୍ଷୀର ଦେଲେ ଟଙ୍କା ଦୁଗ୍ଧଚାଷୀଙ୍କ ଆକାଉଣ୍ଟକୁ ଯିବ। ଡିବିଟି ମାଧ୍ୟମରେ ଏହି Continue Reading