ଭୁବନେଶ୍ୱର,୨/୧୦: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର ଦର ଲିଟର ପିଛା ୨ ଟଙ୍କା ବୃଦ୍ଧି କରାଯାଇଛି । ଫଳରେ ଗ୍ରାହକଙ୍କ ଉପରେ ଅତିରିକ୍ତ ଆର୍ଥିକ ବୋଝ ପଡ଼ିବ। ଓମ୍ଫେଡ୍ ପ୍ରିମିୟମ୍ କ୍ଷୀରର ଦର ପୂର୍ବରୁ ଲିଟର ପିଛା ୫୮ ଟଙ୍କା ଥିବାବେଳେ ଏବେ ଏହା ୬୦ ଟଙ୍କା ହେବ । ସେହିପରି ୫୦୦ ମିଲିଲିଟର ପ୍ୟାକେଟ୍ର […]Continue Reading




