Home Posts tagged one accused arrested in sim box seized case in bhbaneswar
Odisha News
ଭୁବନେଶ୍ୱର,୧୭/୮: ରାଜଧାନୀ ଭୁବନେଶ୍ୱରରେ ୭ଟି ସିମ୍ ବକ୍ସ ଠାବ ହୋଇଛି। ଯାହାକୁ ନେଇ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ପୋଲିସ କମିଶନର ସଞ୍ଜୀବ ପଣ୍ଡା ସିମ ବକ୍ସ ଜବତ ଘଟଣାରେ ବାଂଲାଦେଶ ଲିଙ୍କ ରହିଥିବା ସ୍ପଷ୍ଟ କରିଛନ୍ତି। ଏଥିରେ ଗିରଫ ହୋଇଥିବା ରାଜୁ ମଣ୍ଡଳଙ୍କ ଏହି ମାମଲାରେ ବାଂଲାଦେଶ ଲିଙ୍କ୍ ରହିଛି। ସିମ ବକ୍ସ ବାଂଲାଦେଶ ସୀମା ଦେଇ ପଶ୍ଚିମବଙ୍ଗ ପରେ ଭୁବନେଶ୍ବରରେ ପହଞ୍ଚୁଛି। ପଶ୍ଚିମବଙ୍ଗର ରାଜୁ ମଣ୍ଡଳ ଜରିଆରେ ବାଂଲାଦେଶର ଆଶାଦୂର ଜମାନ Continue Reading
Seo wordpress plugin by www.seowizard.org.