Home Posts tagged OPPOSITION LEADER NAVEEN PATNAIK REACTION IN STATE BUDGET
Odisha News
ଭୁବନେଶ୍ବର, ୨୫/୭: ଡବଲ ଇଂଜିନ ସରକାର ଡବଲ ନିରାଶ କରିଛି। ଆମେ ଏହି ବଜେଟ୍ ନେଇ ଖୁସି ନାହୁଁ। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହା କହିଛନ୍ତି।ସେହିପରି କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି କହିଛନ୍ତି, ଚାଷୀ ଓ ମହିଳାଙ୍କ ପାଇଁ କିଛି ନାହିଁ। ଯାହା ଆଗରୁ ଥିଲା, ସେଥିରେ ୧୦ରୁ ୧୫ ପ୍ରତିଶତ ଟଙ୍କା ବଢ଼ିଛି। ଏହା ଏକ ହାୱା। ମୋହନ ସରକାରଙ୍କ ବଜେଟ୍ରେ କେବଳ ନାମ ପରିବର୍ତ୍ତନ ହୋଇଛି। […]Continue Reading
Seo wordpress plugin by www.seowizard.org.