Home Posts tagged opsc
Odisha News
ଓଡ଼ିଶା, ୬/୧୦ : ପୋଷ୍ଟ ଗ୍ରାଜୁଏଟ ଟିଚର୍ସ (ପିଜିଟି) ନିଯୁକ୍ତି ନେଇ ଆଜି ୩ଟି ଅପ୍‌ସନାଲ ସବ୍‌ଜେକ୍ଟ- ପଦାର୍ଥ ବିଜ୍ଞାନ, ଗଣିତ ଓ ଓଡ଼ିଆ (ପେପର- ୧ ଓ ପେପର -୨) ପାଇଁ ହେବାକୁ ଥିବା ଲିଖିତ ପରୀକ୍ଷାକୁ ବାତିଲ କରି ଦିଆଯାଇଛି।ଏନେଇ ଓଡ଼ିଶା ଲୋକ ସେବା ଆୟୋଗ (OPSC) ପକ୍ଷରୁ ସୂଚନା ଦିଆଯାଇଛି। ଅନିବାର୍ଯ୍ୟ କାରଣ ଦର୍ଶାଇ ଏହି ପରୀକ୍ଷା ବାତିଲ୍ କରିଛି OPSC। ତେବେ ଅନ୍ୟ ଅପ୍‌ସନାଲ ସବ୍‌ଜେକ୍ଟର ଲିଖିତ ପରୀକ୍ଷା ଧାର‌୍ୟ୍ୟ ସୂଚୀ […]Continue Reading
Seo wordpress plugin by www.seowizard.org.