Home Posts tagged opsc
Odisha News
ଭୁବନେଶ୍ୱର, ୨୬/୫ : ଓଡ଼ିଶାର ପ୍ରଶାସନିକ ସେବାକୁ ନେଇ ଅପେକ୍ଷାର ଅନ୍ତ ଘଟିଛି। ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ପରିଚାଳିତ OCS-୨୦୨୪ (ଓଡ଼ିଶା ସିଭିଲ ସର୍ଭିସ) ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ପ୍ରକାଶ ପାଇଛି। ଏଥିରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇ ପ୍ରଶାସନିକ ସେବାରେ ପ୍ରବେଶ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।ଏଥର ମେରିଟ୍ ତାଲିକାରେ ବୁବୁନ ସାହୁ ପ୍ରଥମ ସ୍ଥାନ ଅଧିକାର କରି ଟପ୍ପର ହୋଇଛନ୍ତି। ସେହିପରି ଶୋଭନା ମହାନ୍ତି ଦ୍ୱିତୀୟ Continue Reading
Odisha News
ଓଡ଼ିଶା, ୬/୧୧ : ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା-୨୦୨୩ ପାଇଁ ଆଜି ତାରିଖ ଘୋଷଣା ହୋଇଛି । ବାତ୍ୟା ‘ଦାନା’ ଯୋଗୁ ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା ।ତେବେ ଆସନ୍ତା ଡିସେମ୍ବର ୧୫ତାରିଖରେ ପ୍ରିଲିମିନାରୀ ପରୀକ୍ଷା କରିବା ପାଇଁ ଓଡ଼ିଶା ଲୋକସେବା ଆୟୋଗ ଆପାତତଃ ନିଷ୍ପତ୍ତି ନେଇଛନ୍ତି । ଆୟୋଗଙ୍କ ପକ୍ଷରୁ ଆଜି ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି ।ଆୟୋଗଙ୍କ ସଚିବଙ୍କ ଦ୍ୱାରା ଜାରି ବିଜ୍ଞପ୍ତି ଅନୁସାରେ, ଓଡ଼ିଶା ସିଭିଲ୍ Continue Reading
Odisha News
ଓଡ଼ିଶା, ୬/୧୦ : ପୋଷ୍ଟ ଗ୍ରାଜୁଏଟ ଟିଚର୍ସ (ପିଜିଟି) ନିଯୁକ୍ତି ନେଇ ଆଜି ୩ଟି ଅପ୍‌ସନାଲ ସବ୍‌ଜେକ୍ଟ- ପଦାର୍ଥ ବିଜ୍ଞାନ, ଗଣିତ ଓ ଓଡ଼ିଆ (ପେପର- ୧ ଓ ପେପର -୨) ପାଇଁ ହେବାକୁ ଥିବା ଲିଖିତ ପରୀକ୍ଷାକୁ ବାତିଲ କରି ଦିଆଯାଇଛି।ଏନେଇ ଓଡ଼ିଶା ଲୋକ ସେବା ଆୟୋଗ (OPSC) ପକ୍ଷରୁ ସୂଚନା ଦିଆଯାଇଛି। ଅନିବାର୍ଯ୍ୟ କାରଣ ଦର୍ଶାଇ ଏହି ପରୀକ୍ଷା ବାତିଲ୍ କରିଛି OPSC। ତେବେ ଅନ୍ୟ ଅପ୍‌ସନାଲ ସବ୍‌ଜେକ୍ଟର ଲିଖିତ ପରୀକ୍ଷା ଧାର‌୍ୟ୍ୟ ସୂଚୀ […]Continue Reading