Home Posts tagged OSISHA
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୪ : ବୁଧବାର ଦିନ ୧୧.୪୫ ମିନିଟ ସମୟରେ ବୌଦ୍ଧ ସର୍କିଟ ହାଉସ ଠାରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ମହିଳା ସଂରକ୍ଷଣ ଓ ଡିଲିମିଟେସନର ଭ୍ରାନ୍ତିକୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି । ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ପିସିସି ସାଧାରଣ ସମ୍ପାଦକ ପ୍ରକାଶ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ ।ଜିଲ୍ଲା କଂଗ୍ରେସ କମିଟି ସଭାପତି ଅବଦୁଲ କଲିମ୍ ଖାଁ, ପୂର୍ବତନ ଜିଲ୍ଲା […]Continue Reading