Home Posts tagged pabitra mahalaya festival
Odisha News
ପୁରୀ, ୨/୧୦ : ଆଜି ପବିତ୍ର ମହାଳୟା। ମା’ ଜଗତଜନନୀଙ୍କ ଆଗମନ ହେବ। ଆଜିଠୁ ଆରମ୍ଭ ହୋଇଛି ନବରାତ୍ର ପୂଜା। ବିଭିନ୍ନ ଶକ୍ତି ପୀଠରେ ମା’ଙ୍କ ଭିନ୍ନ ଭିନ୍ନ ବେଶରେ ଆରାଧନା କରାଯିବ।ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀ ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି। ବର୍ଷର ଅନ୍ୟ ଦିନମାନଙ୍କରେ ମା’ ସମଲେଇ ସିନ୍ଦୁରବର୍ଣ୍ଣା ରୂପରେ ରହିଥାନ୍ତି। କିନ୍ତୁ ମହାଳୟା ଦିନ ମା’ଙ୍କୁ ଧବଳମୁଖୀ ବେଶରେ ସଜ୍ଜିତ ହୋଇଥାନ୍ତି।ମା’ଙ୍କର ସେହି ଦୁର୍ଲଭ ବେଶ ଦେଖିବା Continue Reading
Odisha News
ଭୁବନେଶ୍ୱର,୧୪/୧୦: ଆଜି ହେଉଛି ପବିତ୍ର ମହାଳୟା। ଆଶ୍ୱିନ ମାସର ଅମାବାସ୍ୟା ତଥା ପିତୃପକ୍ଷର ଶେଷ ଦିନ। ଆଶ୍ୱିନ ମାସର ଅନ୍ଧାର ପକ୍ଷରେ ପିତୃ ପୁରୁଷଙ୍କୁ ଶ୍ରାଦ୍ଧ ଦେବାର ପରମ୍ପରା ଅଛି। ଯଦି କିଏ ଦେଇପାରିନଥିବ, ତେବେ ଆଜି ହେଉଛି ଶ୍ରାଦ୍ଧ ଦେବାର ଶେଷ ଦିନ। ମହାଳୟାରେ ପିତୃ ପୁରୁଷ ଓ ମାମୁ ଘର ତିନି ପୁରୁଷଙ୍କୁ ପିଣ୍ଡଦାନ କରିବାର ପରମ୍ପରା ରହିଛି।ପିଣ୍ଡଦାନ କଲେ ପରଲୋକଗତ ଆତ୍ମାର ସଦଗତି ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। ଏହି Continue Reading
Seo wordpress plugin by www.seowizard.org.