Home Posts tagged padampur election
Odisha News
ବରଗଡ଼,୮/୧୧: ପଦ୍ମପୁରରେ ଗୁରୁବାର ସକାଳ ୮ଟାରୁ ଭୋଟ୍ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଛି।ପ୍ରଥମ ରାଉଣ୍ଡ ଭୋଟ ଗଣତି ଶେଷ ହୋଇଛି । ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରୁହା ୫୫୦୧ ଖଣ୍ଡ ଭୋଟରେ ଆଗରେ ଥିଲା ବେଳେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ୩୭୮୯ଖଣ୍ଡ ଭୋଟ ପାଇଛନ୍ତି । ସେହିପରି କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ୨୦୬ ଖଣ୍ଡ ଭୋଟ ପାଇଛନ୍ତି ।ପଦ୍ମପୁର ନିୟନ୍ତ୍ରିତ ବଜାର ପ୍ରାଙ୍ଗଣରେ ଭୋଟ୍ ଗଣତି କରାଯାଉଛି। ଜିଲ୍ଲାପାଳ, ଉପଜିଲ୍ଲାପାଳଙ୍କ Continue Reading
Seo wordpress plugin by www.seowizard.org.