
ଭୁବନେଶ୍ୱର,୮/୧୨: ପଦ୍ମପୁର ଉପନିର୍ବାଚନରେ ଆଜି ଭୋଟ୍ ଗଣତି ଚାଲିଛି। ମୋଟ ୨୩ ରାଉଣ୍ଡ ଗଣତି ହେବାକୁ ଥିବା ବେଳେ ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ହୋଇଛି। ପ୍ରଥମ ରାଉଣ୍ଡ ଭଳି ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ମଧ୍ୟ ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ପ୍ରଦୀପ ପରୋହିତଙ୍କଠାରୁ ୩୬୧୯ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିକୁ ୧୦୫୯୮, ବିଜେପିକୁ ୬୯୭୯ Continue Reading