Home Posts tagged padmashree kamala pujari no more
Odisha News
କଟକ,୨୦/୭ : ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ଘଟିଛି। ଶନିବାର କଟକ ଏସ୍ସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା।ଗତ ୧୮ ତାରିଖରୁ ଏସ୍ସିବିରେ ଚିକିତ୍ସିତ ହେଉଥିଲେ। କିଡ଼ନୀ ଜନିତ ସମସ୍ୟା ସହ ଜ୍ବରରେ ପୀଡ଼ିତ ଥିଲେ ପଦ୍ମଶ୍ରୀ କମଳା ପୂଜାରୀ। ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ତାଙ୍କୁ ୨୦୧୯ରେ ପଦ୍ମଶ୍ରୀ ପୁରସ୍କାର ମିଳିଥିଲା। ତେବେ ଆଜି ସକାଳୁ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା Continue Reading
Seo wordpress plugin by www.seowizard.org.