
ପାରାଦୀପ,୨୪।୧୨: ଜଗତସିଂହପୁର ଜିଲା ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହାଜରୁ ସୋମବାର ଦୁଇଟି ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ବାଂଲାଦେଶରୁ ଆସିଥିବା ଜାହାଜରୁ ଏହି ପାରା ଉଦ୍ଧାର ହୋଇଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ପାରାଙ୍କ ଗୋଡ଼ରେ ଲାଗିଥିବା ବେଲ୍ଟରେ ବିଦେଶୀ ଭାଷା ଲେଖା ରହିଛି। ପାରାକୁ କୁଜଙ୍ଗ ବନ ବିଭାଗକୁ ହସ୍ତାନ୍ତର କରି ପୋଲିସ ଛାନଭିନ ଆରମ୍ଭ କରିଛି।Continue Reading